ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ : ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ : ଦେଶରେ କରୋନା ଆତଙ୍କ ଦେଖାଦେଇଛି । ଦ୍ରୁତ ଗତିରେ ବଢୁଛି ସଂକ୍ରମଣ ମାମଲା । ଗତ ସପ୍ତାହେ ହେବ ଦେଶରେ ୨ ହଜାରରୁ ଅଧିକ ଆକ୍ଟିଭ କେସ୍ ରହିଛି । ଏହାରି ଭିତରେ ଦିଲ୍ଲୀରେ ପ୍ରଥମ କରୋଜନିତ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ପ୍ରଥମ ମୁଣ୍ଡ ନେଇଛି କରୋନାର ନୂଆ ଭାରିଏଣ୍ଟ ।!-->…
Read More...
Read More...