ଦେଶରେ ଗତ ୨୪ ଘଣ୍ଟାରେ ୪୧୮୦୬ ଆକ୍ରାନ୍ତ ଚିହ୍ନଟ : ୫୮୧ ମୃତ
ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୪୧୮୦୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ୫୮୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୯ ଲକ୍ଷ ୮୭ ହଜାର ୮୮୦ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪!-->…
Read More...
Read More...