Browsing Tag

Newdelhi news

ଏସ୍‌ବିଆଇ ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍ ସେବା ସମଗ୍ର ଦେଶରେ ଆସନ୍ତାକାଲି ବନ୍ଦ ରହିବ

ନୂଆଦିଲ୍ଲୀ : ଏସ୍‌ବିଆଇ ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍ ସେବା ସମଗ୍ର ଦେଶରେ ଆସନ୍ତାକାଲି ବନ୍ଦ ରହିବ । ଏ ନେଇ ବ୍ୟାଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନା ଅନୁଯାୟୀ ଜୁଲାଇ ୪ ତାରିଖ ଦିନ ୨ ଘଣ୍ଟା ୨୫ ମିନିଟ୍‌ ପର୍ଯ୍ୟନ୍ତ ଏହାର ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ସେବା ଉପଲବ୍ଧ ହେବ
Read More...

ଦେଶରେ କରୋନା ସଂକ୍ରମଣ କମୁଛି, ୫ ଲକ୍ଷରୁ କମ୍‌ ସକ୍ରିୟ ମାମଲା : ସୁସ୍ଥତା ହାର ୯୭%ରୁ ଅଧିକ

ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁର ଦ୍ୱିତୀୟ ତରଙ୍ଗ ଅଧିକରୁ ଅଧିକ ଦୁର୍ବଳ ହେଉଥିବା ଜଣାପଡିଛି । କରୋନା ଭୂତାଣୁ ସଂକ୍ରମଣର ହାର କ୍ରମାଗତ ଭାବରେ ହ୍ରାସ ପାଉଛି । କରୋନାରୁ ସୁସ୍ଥତା ହାର ମଧ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଉଛି ଏବଂ କରୋନାର ସକ୍ରିୟ ମାମଲା ମଧ୍ୟ ହ୍ରାସ ପାଉଛି ।
Read More...

ଏଣିକି କରୋନା ଟୀକା ନେଇପାରିବେ ଗର୍ଭବତୀ

ନୂଆଦିଲ୍ଲୀ : କରୋନା ଟୀକା ନେଇପାରିବେ ଗର୍ଭବତୀ ବୋଲି କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ଜାରି ହୋଇଛି ନିର୍ଦ୍ଦେଶନାମା । ବିଭିନ୍ନ ଆଲୋଚନା ଓ ତର୍ଜମା ପରେ ଗର୍ଭବତୀଙ୍କ କରୋନା ଟୀକା ଦେବାକୁ ନିଷ୍ପତ୍ତି ନିଆଯାଇଛି । ମହାମାରୀରୁ
Read More...

ଦିଲ୍ଲୀର ୪୬୦ ଘରୋଇ ବିଦ୍ୟାଳୟକୁ ମାସିକ ଫି ୧୫% ହ୍ରାସ ପାଇଁ ଆଦେଶ

ନୂଆଦିଲ୍ଲୀ : ୨୦୨୦-୨୧ ଶିକ୍ଷାବର୍ଷରେ ୧୫ ପ୍ରତିଶତ ଶୁଳ୍କ ହ୍ରାସ କରିବାକୁ ଦିଲ୍ଲୀ ସରକାର ସମସ୍ତ ଘରୋଇ ବିଦ୍ୟାଳୟକୁ ନିର୍ଦ୍ଦେଶ ଦେଇଛନ୍ତି । କରୋନା ଅବଧିରେ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ପିତାମାତାଙ୍କୁ ଆଶ୍ୱସ୍ତ ପ୍ରଦାନ ପାଇଁ ଦିଲ୍ଲୀ ସରକାର ଏହି ପଦକ୍ଷେପ ନେଇଛନ୍ତି । ସ୍ପଷ୍ଟ
Read More...

ଭାରତ ରତ୍ନ ଡଃ ଭୀମରାଓ ସ୍ମାରକୀ ଏବଂ ସାଂସ୍କୃତିକ କେନ୍ଦ୍ର ପାଇଁ ଉତ୍ତରପ୍ରଦେଶ ସରକାରଙ୍କୁ ପ୍ରଶଂସା କଲେ…

ଡଃ ବାବାସାହେବ ଆମ୍ବେଦକରଙ୍କ ଆଦର୍ଶକୁ ଲୋକପ୍ରିୟ କରିବ ଏହି କେନ୍ଦ୍ର : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ସମ୍ମାନୀୟ ଡଃ ବାବାସାହେବ ଆମ୍ବେଦକରଙ୍କ ଆଦର୍ଶକୁ ଯୁବକମାନଙ୍କ ମଧ୍ୟରେ ଲୋକପ୍ରିୟ କରିବାରେ ନେତୃତ୍ୱ ନେଇଥିବାରୁ ଉତ୍ତରପ୍ରଦେଶ ସରକାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ
Read More...

ସିର୍ମାଉର ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ : ଅନୁକମ୍ପା ରାଶି ଘୋଷଣା

ନୂଆଦିଲ୍ଲୀ, (ପିଆଇବି) : ହିମାଚଳ ପ୍ରଦେଶର ସିର୍ମାଉର ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨
Read More...

ଟ୍ୱିଟର ଭୁଲକୁ ସଂଶୋଧନ କଲା : ଜାମ୍ମୁ କାଶ୍ମୀରକୁ ଏକ ପୃଥକ ଦେଶ ଭାବରେ ଏବଂ ଲେହକୁ ଚାଇନାର ଏକ ଅଂଶ ଭାବରେ…

ନୂଆଦିଲ୍ଲୀ : ଭୁଲକୁ ସଂଶୋଧନ କରି ସୋସିଆଲ୍ ନେଟୱାର୍କିଂ ସାଇଟ୍ ଟ୍ୱିଟର ଜାମ୍ମୁ କାଶ୍ମୀରକୁ ଏକ ପୃଥକ ଦେଶ ଏବଂ ଲେହ-ଲଦାଖକୁ ଚାଇନାର ଅଂଶ ଭାବରେ ଦର୍ଶାଇଥିବା ମାନଚିତ୍ରକୁ ୱେବସାଇଟରୁ ହଟାଇ ଦେଇଛି । ବାସ୍ତବରେ ସୋମବାର ସକାଳେ ଏକ ମାନଚିତ୍ର ଟ୍ୱିଟର ୱେବସାଇଟରେ ଦେଖା ଦେଇଥିଲା,
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ କଳାକୃତି ସଂପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ଯେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ କେତେକ କଳାକୃତି ଗାଏବ ହୋଇଯାଇଛି ବୋଲି କେତେକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ସମ୍ବାଦ ସମ୍ପୂର୍ଣ୍ଣ ଅସତ୍ୟ । ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଚଳିତବର୍ଷ
Read More...

କୋଭିଡ-୧୯ ସମ୍ପର୍କିତ ସଦ୍ୟତମ ସୂଚନା

ନୂଆଦିଲ୍ଲୀ, (ପିଆଇବି) : ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ ମୋଟ ୩୨.୧୭ କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୪.୨୫ ଲକ୍ଷ ଟିକା ଡୋଜ ବିନିଯୋଗ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ନୂତନ ସକ୍ରିୟ କରୋନା ମାମଲା ସଂଖ୍ୟା
Read More...

ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ଋଷି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଋଷି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି ।
Read More...