Browsing Tag

Newdelhi news

କରୋନାର ତୃତୀୟ ତରଙ୍ଗ ପିଲାମାନଙ୍କ ପାଇଁ ବିପଦଜନକ ହେବ ନାହିଁ : ଡକ୍ଟର ଗୁଲେରିଆ

ନୂଆଦିଲ୍ଲୀ : କୋଭିଡ -୧୯ର ତୃତୀୟ ତରଙ୍ଗକୁ ନେଇ ଅନେକ କଳ୍ପନାଜଳ୍ପନା କରାଯାଉଛି । ତୃତୀୟ ତରଙ୍ଗ ପିଲାମାନଙ୍କୁ ପ୍ରଭାବିତ କରିବ ବୋଲି କୌଣସି ପ୍ରମାଣ ନାହିଁ ବୋଲି ଏଆଇଏମ୍ଏସ୍ ନିର୍ଦ୍ଦେଶକ ଡ. ରଣଦୀପ ଗୁଲେରିଆ କହିଛନ୍ତି । ସେ କହିଛନ୍ତି ଯେ, ଦୁନିଆର କୌଣସି ସର୍ଭେରୁ ଏଭଳି ଘଟଣା ବାହାରି…
Read More...

ଭଲ ଖବର : କୋଭିଶିଲ୍ଡ ଏବଂ କୋଭାକ୍ସିନର ୪୪ କୋଟି ଡୋଜ୍‌ ପାଇଁ ସରକାର ନିର୍ଦ୍ଦେଶ ଦେଲେ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ଟିକା ନୀତି ଘୋଷଣା କରିବା ପରେ କେନ୍ଦ୍ର ସରକାର ମଙ୍ଗଳବାର କହିଛନ୍ତି ଯେ, କୋଭିଡ ଆଣ୍ଟି ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନର ୪୪ କୋଟି ଡୋଜ୍‌ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ସୋମବାର ଘୋଷଣା କରିଛନ୍ତି ଯେ, କେନ୍ଦ୍ର…
Read More...

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬,୪୯୮ ଆକ୍ରାନ୍ତ ଚିହ୍ନଟ : ୨୧୨୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬,୪୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ମୃତ୍ୟୁ ସଂଖ୍ୟା ୨୧୨୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୯ଲକ୍ଷ ୯୬ ହଜାର ୪୭୩ରେ ପହଞ୍ଚିଛି । ଏତତ୍ ବ୍ୟତୀତ…
Read More...

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୧୪ ହଜାର ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ : ୨୬୬୭ ମୃତ

ନୂଆଦିଲ୍ଲୀ : ୨୪ ଘଣ୍ଟାରେ ୧ ଲକ୍ଷ ୧୪ ହଜାର ୪୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ୨୬୭୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୮ଲକ୍ଷ ୯ ହଜାର ୩୩୯ରେ ପହଞ୍ଚିଥିବା ବେଳେ ବର୍ତ୍ତମାନ…
Read More...

କୋଭିଡ ଯୋଗୁଁ ଭାରତରେ ଅଟକି ରହିଥିବା ଭାରତୀୟ ଭିସାଧାରୀ ବିଦେଶୀ ନାଗରିକ ଚଳିତ ବର୍ଷ ଅଗଷ୍ଟ ୩୧ତାରିଖ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ, (ପିଆଇବି) : କରୋନା ମହାମାରୀ ଯୋଗୁଁ ବ୍ୟାବସାୟିକ ବିମାନ ଚଳାଚଳ ୨୦୨୦ ମାର୍ଚ୍ଚରୁ ବନ୍ଦ ରହିଥିବାରୁ ବୈଧ ଭାରତୀୟ ଭିସାରେ ଭାରତକୁ ଏହି ତାରିଖ ପୂର୍ବରୁ ଆସିଥିବା ଅନେକ ବିଦେଶୀ ନାଗରିକ ଅଟକି ରହିବାକୁ ବାଧ୍ୟ ହୋଇଛନ୍ତି । ୨୦୨୦ ମାର୍ଚ୍ଚ ପୂର୍ବରୁ ଯେଉଁ ବିଦେଶୀମାନେ ଭାରତ…
Read More...

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିଏସଆଇଆର ସୋସାଇଟିର ବୈଠକ ଅନୁଷ୍ଠିତ

ଚଳିତ ଦଶନ୍ଧିର ଆବଶ୍ୟକତାକୁ ଦୃଷ୍ଟିରେ ରଖି ତଥା ଆଗାମୀ ଦଶନ୍ଧିର ଆବଶ୍ୟକତା ଅନୁସାରେ ଆମକୁ ପ୍ରସ୍ତୁତ ହେବାକୁ ପଡ଼ିବ : ପ୍ରଧାନମନ୍ତ୍ରୀନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବୈଜ୍ଞାନିକ ଓ ଶିଳ୍ପ ଗବେଷଣା ପରିଷଦ (ସିଏସଆଇଆର) ସୋସାଇଟିର…
Read More...

ବର୍ତ୍ତମାନ ରୁଷିଆର ଟିକା ସ୍ପୁଟ୍‌ନିକ୍ ଭି ମଧ୍ୟ ତିଆରି କରିବ ସେରମ୍ ଇନଷ୍ଟିଚ୍ୟୁଟ୍ : ଡ଼ିସିଜିଆଇର ଅନୁମୋଦନ

ନୂଆଦିଲ୍ଲୀ : ନିର୍ଦ୍ଦିଷ୍ଟ ସର୍ତ୍ତଗୁଡିକ ସହିତ ଅଧ୍ୟୟନ, ପରୀକ୍ଷଣ ଏବଂ ବିଶ୍ଳେଷଣ ପାଇଁ ଭାରତରେ ଆଣ୍ଟି-କୋଭିଡ଼-୧୯ ଟିକା ସ୍ପୁଟନିକ୍ ଭି ଉତ୍ପାଦନ ପାଇଁ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସ୍‌ଆଇଆଇ)କୁ ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡ଼ିସିଜିଆଇ) ଅନୁମୋଦନ ଦେଇଛି ।…
Read More...

ଆୟକର ରିଟର୍ଣ୍ଣ ଦାଖଲ ତାରିଖ ଜୁନ ୩୦ ଯାଏଁ ଘୁଞ୍ଚିଲା

ନୂଆଦିଲ୍ଲୀ : ୨୦୨୧ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲ କରିବାର ସମୟସୀମା କେନ୍ଦ୍ରୀୟ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ବୃଦ୍ଧି କରିଛିନ୍ତି । ୨୦୨୦-୨୧ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟ ମାସିକ ଟିଡିଏସ୍ ଦାଖଲ କରିବା ପାଇଁ ଏହାର ଶେଷ ତାରିଖକୁ ଜୁନ ୩୦ ପର୍ୟ୍ୟନ୍ତ ବୃଦ୍ଧି…
Read More...

୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୨,୩୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ୨,୭୧୩ ମୃତ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୩୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୭୧୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୫,୭୪,୩୫୦ ଓ ମୃତ୍ୟୁସଂଖ୍ୟା ୩,୪୦,୭୦୨ରେ ପହଞ୍ଚିଛି ।…
Read More...

ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ କରେନା ଆକ୍ରାନ୍ତ ଚିହ୍ନଟ : ୨୮୮୭ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୪ ହଜାର ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୮୭ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଦୈନିକ ୨୪ ଘଣ୍ଟା…
Read More...