Browsing Tag

Newdelhi news

୯୩୪୬ ଶିଶୁ କୋଭିଡ କାରଣରୁ ଅନାଥ ହୋଇଗଲେ : ସୁପ୍ରିମକୋର୍ଟଙ୍କୁ କହିଲେ ଏନସିପିସିଆର

ନୂଆଦିଲ୍ଲୀ : ନ୍ୟାସନାଲ କମିଶନ ଫର ପ୍ରୋଟେକସନ ଅଫ୍ ଚାଇଲ୍ଡ ରାଇଟ୍ସ (ଏନସିପିସିଆର) ମଙ୍ଗଳବାର ଦିନ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ, ରାଜ୍ୟ ଗୁଡ଼ିକ ପକ୍ଷରୁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ୯୩୪୬ ଜଣ ଶିଶୁ କରୋନା ମହାମାରୀ ହେତୁ ଅନାଥ ତଥା…
Read More...

ଦେଶରେ ଖସୁଛି କରୋନା ସଂକ୍ରମଣ ହାର, ସୁସ୍ଥତା ହାରରେ ଉନ୍ନତି : ୨୪ ଘଣ୍ଟାରେ ୧.୩୨,୭୮୮ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ୱିତୀୟ ଲହରର ବିପଦ ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣର ହାର କ୍ରମାଗତ ଭାବରେ ହ୍ରାସ ପାଉଛି ଏବଂ ଏହି ସମୟରେସୁସ୍ଥତା ହାର ମଧ୍ୟ କ୍ରମାଗତ ଭାବରେ ଉନ୍ନତି କରୁଛି । ଦେଶରେ କରୋନା ସକ୍ରିୟ ମାମଲା ମଧ୍ୟ କ୍ରମାଗତ ଭାବେ ହ୍ରାସ ପାଉଛି, ଯଦିଓ…
Read More...

ଆଇଆରଏସର ଜଗନ୍ନାଥ ବିଦ୍ୟାଧର ମହାପାତ୍ରଙ୍କୁ ସିବିଡିଟିର ଅତିରିକ୍ତ ଅଧ୍ୟକ୍ଷ ଦାୟିତ୍ୱ

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରଣାଳୟ ସୋମବାର ଭାରତୀୟ ରାଜସ୍ୱ ସେବା (ଆଇଆରଏସ)ର ଜଗନ୍ନାଥ ବିଦ୍ୟାଧର ମହାପାତ୍ରଙ୍କୁ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱପ୍ରଦାନ କରିଛନ୍ତି । ସେ ଆସନ୍ତା ୩ମାସ ପାଇଁ ଏହି ପଦରେ ରହିବେ । ଚଳିତ ମାସ ୨୭…
Read More...

ଦେଶରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣର ୧,୬୫,୫୫୩ ମାମଲା ଚିହ୍ନଟ : ୩୪୬୦ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣର ୧,୬୫,୫୫୩ ମାମଲା ଚିହ୍ନଟ ହୋଇଛି । ସେହିପରି ଏହି ମହାମାରୀରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬୦ ଜଣଙ୍କର ମୃତ୍ୟୁ ହୋଇଛି । ଦିନକ ଭିତରେ ଦେଶରେ ୨,୭୬,୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି…
Read More...

୨୪ ଘଣ୍ଟାରେ କେରଳ ଛୁଇଁପାରେ ମୌସୁମୀ

ନୂଆଦିଲ୍ଲୀ : ୨୪ ଘଣ୍ଟାରେ କେରଳକୁ ଛୁଇଁପାରେ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ-ତାମିଲନାଡୁ ଅତି ନିକଟରେ ପହଁଞ୍ଚି ଯାଇଛି । ମୌସୁମୀର ଉତ୍ତର ଭାଗ ବର୍ତ୍ତମାନ ସମୟରେ କୋମୋରିନ ସାଗର ତଟଠାରୁ ପାଖାପାଖି ୧୦୦ କିଲୋମିଟର ଦୂରରେ ରହିଥିବା କୁହାଯାଇଛି । ଆଗାମୀ ୨୪ ଘଣ୍ଟାରେ ଏହା…
Read More...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ୍ ଦୁବାଇରେ ଖେଳାଯିବ

ନୂଆଦିଲ୍ଲୀ : କରୋନା ପାଇଁ ଅଧାରୁ ସ୍ଥଗିତ ରହିଥିବା ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ୍ ଦୁବାଇ(ୟୁଏଇ)ରେ ଖେଳାଯିବ। ଆସନ୍ତା ସେପ୍ଟେମ୍ଵର-ଅକ୍ଟୋବରରେ ଟୁର୍ଣ୍ଣାମେଣ୍ଟର ଅବଶିଷ୍ଟ ୩୧ଟି ମ୍ୟାଚ୍ ଦୁବାଇରେ ଆୟୋଜନ କରାଯିବ। ଶନିବାର ବିସିସିଆଇର ସ୍ପେଶାଲ ଜେନେରାଲ୍ ମିଟିଙ୍ଗରେ ଏହି ନିଷ୍ପତ୍ତି…
Read More...

ଜୁନ୍ ୧ରୁ ପୁଣି ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ : ପୁଣି ମହଙ୍ଗା ହେବ ବିମାନ ଯାତ୍ରା । ଜୁନ୍ ୧ରୁ ଘରୋଇ ବିମାନ ଭଡା ୧୫ ପ୍ରତିଶତକୁ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କରୋନାର ଦ୍ୱିତୀୟ ଲହର ସମୟରେ ବିମାନଯାତ୍ରା ଲୋକେ କମ୍ କରୁଥିବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏୟାରଲାଇନ୍ସର ନେଟୱାର୍କ କାପାସିଟି…
Read More...

ଆଣ୍ଟିଗୁଆରୁ ୩ ଦିନ ହେବ ନିଖୋଜ ଥିବା ପଳାତକ ହୀରା ବ୍ୟବସାୟୀ ମେହଲୁ ଚୋକସୀ ଡୋମିନିକାରେ ଧରାପଡିଲେ

ନୂଆଦିଲ୍ଲୀ : ଭାରତରୁ ପଳାତକ ଘୋଷିତ ହୀରା ବ୍ୟବସାୟୀ ମେହୁଲ ଚୋକ୍ସୀ ୨୦୧୮ରୁ ଆଣ୍ଟିଗୁଆରେ ରହୁଥିଲେ ହେଲେ ଗତ ୩ ଦିନ ହେଲା ସେ ନିଖୋଜ ଥିବା ନେଇ ଖବର ଆସିଥିଲା । ତେବେ ସେ ଏବେ ଡୋମିନିକାର ତଦନ୍ତକାରୀ ସଂସ୍ଥା ସିଆଇଡି ହାତରେ ଧରା ପଡିଛନ୍ତି । ସାଧାରଣରେ ର୍ଚ୍ଛା ହେଉଛି ଯେ ସେ ଆଣ୍ଟିଗୁଆ…
Read More...

ରାଜଧାନୀରେ ବ୍ଲାକ୍‌ ଫଙ୍ଗସ୍ ରୋଗ : ୬୨୦ ରୋଗୀ ଚିକିତ୍ସିତ ହେଉଛନ୍ତି, ଔଷଧ ଅଭାବର ସମ୍ମୁଖୀନ

ନୂଆଦିଲ୍ଲୀ : କରୋନା ଭୂତାଣୁ ସଂକ୍ରମଣ ସହିତ ସମଗ୍ର ଦେଶରେ କ୍ରମାଗତ ଭାବରେ ବ୍ଲାକ୍‌ ଫଙ୍ଗସ୍ ରୋଗ ମଧ୍ୟ ବଢ଼ି ଚାଲିଛି । ଏଭଳି ପରିସ୍ଥିତି ଦେଶର ରାଜଧାନୀରେ ରହିଛି । ଏହା ଜଣାପଡ଼ିଛି ଯେ, ବ୍ଲାକ୍‌ ଫଙ୍ଗସରେ ପୀଡିତ ୬୨୦ ରୋଗୀଙ୍କୁ ଦିଲ୍ଲୀର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି…
Read More...

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨.୧୧ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ, ୩୮୪୨ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀର ଦ୍ୱିତୀୟ ତରଙ୍ଗର କାୟା ବିସ୍ତାର ଜାରି ରହିଛି । ୟୁପି, ଦିଲ୍ଲୀ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ସମେତ ଅଧିକାଂଶ ରାଜ୍ୟରେ ପ୍ରତିବନ୍ଧକ ମଧ୍ୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨.୧୧ ଲକ୍ଷରୁ ଅଧିକ ନୂତନ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି ଏବଂ…
Read More...