ଦେଶରେ ୩ ଲକ୍ଷ ୨୯ ହଜାର ୯୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ : ୧୪ ଦିନ ପରେ ଦେଶରେ କମିଲା କରୋନା ସଂକ୍ରମଣ । ଗତ ୨୪ ଘଂଟା ଭିତରେ ଦେଶରେ ୩ ଲକ୍ଷ ୨୯ ହଜାର ୯୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଗୋଟିଏ ଦିନରେ ମୋଟ୍ ୧୮ ଲକ୍ଷ ୫୦ ହଜାର ୧୧୦ଟି ନମୂନା ପରୀକ୍ଷା ହୋଇଥିଲା । ଅର୍ଥାତ ଗତ ୨୪ ଘଂଟାରେ ଟେଷ୍ଟ ପଜିଟିଭିଟି ରେଟ!-->…
Read More...
Read More...