Browsing Tag

Newdelhi news

ଘୁଞ୍ଚିଲା ଜେଇଇ ମେନ୍ ପରୀକ୍ଷା

ନୂଆଦିଲ୍ଲୀ : ଦେଶରେ କରେନା ହୁ ହୁ ହୋଇ ବଢିବାରେ ଲାଗିଛି । ତେବେ ତାକୁ ଦୃଷ୍ଟିରେ ରଖି ୨୦୨୧ ଏପ୍ରିଲ୍ ସେସନ୍‌ର ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ ମେନ୍ ପରୀକ୍ଷାକୁ ଘୁଞ୍ଚାଯାଇଛି । ପରୀକ୍ଷାର ୧୫ ଦିନ ପୂର୍ବରୁ ପରୀକ୍ଷାର୍ଥୀ ମାନଙ୍କୁ ଜଣାଇ ଦିଆଯିବ ବୋଲି ନ୍ୟାସ୍‌ନାଲ୍ ଟେଷ୍ଟିଂ
Read More...

କରୋନାରେ ଚାଲିଗଲେ ସିବିଆଇର ପୂର୍ବତନ ନିର୍ଦ୍ଦେଶକ ରଣଜିତ ସିହ୍ନା

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ହୋଇ କରେନା ସଂକ୍ରମଣ ବଢିବାକୁ ଲାଗିଥିବା ବେଳେ ସେହି ଅନୁପାତରେ ମୃତ୍ୟୁ ସଂଖ୍ୟା ବି ବଢ଼ୁଛି । ତେବେ କରୋନାରେ ସିବିଆଇର ପୂର୍ବତନ ନିର୍ଦ୍ଦେଶକ ରଣଜିତ ସିହ୍ନାଙ୍କ ଆଜି ସକାଳେ ଦିଲ୍ଲୀରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗୁରୁବାର ରାତିରେ ରଣଜିତ
Read More...

ଜଷ୍ଟିସ ଏନ୍. ଭି. ରମନା ହେବେ ସୁପ୍ରିମ କୋର୍ଟଙ୍କ ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ : ଆସନ୍ତା ୨୩ ତାରିଖରେ ଅବସର ନେବେ ସୁପ୍ରିମ କୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ ବୋବଡେ ଏବଂ ୨୪ ତାରିଖରେ ଜଷ୍ଟିସ ଏନ୍. ଭି. ରମନା ୪୮ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ । ତେବେ ତାଙ୍କ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ
Read More...

ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଆଜି ରାଷ୍ଟ୍ରପତିଙ୍କର ବାଇପାସ୍ ସର୍ଜରୀ

ନୂଆଦିଲ୍ଲୀ : ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ବାଇପାସ୍ ସର୍ଜରୀ ହେବ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅସ୍ତ୍ରୋପଚାର କରିବେ ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ନେଇ ସୂଚନା ରହିଛି । ସୂଚନା ଅନୁସାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗତ ୨୬
Read More...

ଆସନ୍ତା ୩୦ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ ହେବାର ସମ୍ଭାବନା

ନୂଆଦିଲ୍ଲୀ : ଆସନ୍ତା ୩୦ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ ହେବାର ସମ୍ଭାବନା ରହିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତିଙ୍କୁ ପ୍ରଥମେ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମସକୁ ରାଷ୍ଟ୍ରପତିଙ୍କୁ
Read More...

ଜଳସମ୍ପଦ କ୍ଷେତ୍ରରେ ଭାରତ ଓ ଜାପାନ ମଧ୍ୟରେ ସହଯୋଗ ବୁଝାମଣାପତ୍ର (ଏମଓସି)କୁ କ୍ୟାବିନେଟ ଅନୁମୋଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟକୁ ଜଳସମ୍ପଦ କ୍ଷେତ୍ରରେ ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ଅଧୀନ ଜଳ ସମ୍ପଦ, ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ବିଭାଗ ଏବଂ ଜାପାନର ଭୂମି, ଭିତ୍ତିଭୂମି, ପରିବହନ ଓ ପର୍ୟ୍ୟଟନ
Read More...

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶିକ୍ଷା, ସଞ୍ଚାର ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଡିଜିଟାଲ ମାଧ୍ୟମରେ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ
Read More...

ଭାରତର କେନ୍ଦ୍ରୀୟ ଲୋକସେବା ଆୟୋଗ ଏବଂ ଆଫଗାନିସ୍ତାନର ସ୍ୱାଧୀନ ପ୍ରଶାସନିକ ସୁଧାର ଓ ପ୍ରଶାସନିକ ସେବା ଆୟୋଗ ମଧ୍ୟରେ…

ନୂଆଦି‌ଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଭାରତର କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ଏବଂ ଆଫଗାନିସ୍ତାନର ସ୍ୱାଧୀନ ପ୍ରଶାସନିକ ସୁଧାର ଏବଂ ପ୍ରଶାସନିକ ସେବା ଆୟୋଗ (ଆଇଏଆରସିଏସସି) ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାପତ୍ର
Read More...

୪୫ ବର୍ଷରୁ ଅଧିକ ବୟସ୍କ ଲୋକ ଏପ୍ରିଲ ୧ରୁ ନେଇପାରିବେ କରୋନା ଟିକା

ନୂଆଦିଲ୍ଲୀ : ୪୫ ବର୍ଷ ଏବଂ ୪୫ ବର୍ଷରୁ ଅଧିକ ସମସ୍ତ ବ୍ୟକ୍ତି ଏପ୍ରିଲ ୧ ପରେ କରୋନା ଟିକା ନେଇପାରିବେ ବୋଲି କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି । ଏପର୍ୟ୍ୟନ୍ତ, ମେଡିକାଲ୍ ପ୍ରଫେସନାଲ ଏବଂ ଫ୍ରଣ୍ଟଲାଇନ କର୍ମଚାରୀଙ୍କ ବ୍ୟତୀତ ୬୦ ବର୍ଷରୁ ଅଧିକ
Read More...

କରୋନା ଆକ୍ରା‌ନ୍ତ ହେଲେ ଲୋକସଭା ବାଚସ୍ପତି ଓମ ବିର୍ଲା

ନୂଆଦିଲ୍ଲୀ : କରୋନାରେ ଆକ୍ରା‌ନ୍ତ ହୋଇଛ‌ନ୍ତି ଲୋକସଭା ବାଚସ୍ପତି ଓମ ବିର୍ଲା । ବର୍ତ୍ତାମନ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ‌ସ୍ୱାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ଥିବାନେଇ ହସପିଟାଲ କର୍ତ୍ତୃପକ୍ଷକଙ୍କ ତରଫରୁ ସୂଚନା ଦିଆଯାଇଛି ।
Read More...