କରେନାରେ ଆକ୍ରାନ୍ତ ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ
ନୂଆଦିଲ୍ଲୀ : କରେନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ବୋଲି ସେ ନିଜେ ଟ୍ୱିଟରରେ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ ମୋର କରୋନା ରିପୋର୍ଟ ପଜିଟିଭ ଆସିଛି । ଏହା ସହ ସେ ଆହୁରି କହିଛନ୍ତି ଯେ, ମୁଁ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଔଷଧ ସେବନ!-->…
Read More...
Read More...