ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ କୃନାଲ ପାଣ୍ଡ୍ୟାଙ୍କ ବାପାଙ୍କ ପରଲୋକ
ନୂଆଦିଲ୍ଲୀ : କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଓ କୃନାଲ ପାଣ୍ଡ୍ୟାଙ୍କ ବାପା ହିମାଂଶୁ ପାଣ୍ଡ୍ୟାଙ୍କର ପରଲୋକ ହୋଇଯାଇଛି । ଆଜି ସକାଳେ ହିମାଂଶୁ ହୃଦଘାତର ଶିକାର ହୋଇଥିଲେ ଓ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ଅନେକ ସାକ୍ଷାତକାରରେ ଏହି ଦୁଇ କ୍ରିକେଟର ଭାଇ ସେମାନଙ୍କ ସଫଳତା ପଛରେ ତାଙ୍କ!-->…
Read More...
Read More...