ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’ର ଓଡ଼ିଆ ଭାଷାନ୍ତର
ନୂଆଦିଲ୍ଲୀ, (ପିଆଇବି) :ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆପଣମାନଙ୍କୁ ‘ମନ୍ କି ବାତ୍’ ଏପରି ଏକ ସମୟରେ କହୁଛି, ଯେତେବେଳେ କରୋନା ଆମ ସମସ୍ତଙ୍କର ଧୈର୍ୟ୍ୟ ଓ ସମସ୍ତଙ୍କର ଦୁଃଖ ସହିବାର ସୀମାକୁ ପରଖୁଛି । ଅନେକ ନିଜ ଲୋକ ଆମକୁ ଅସମୟରେ ଛାଡ଼ି ଚାଲିଯାଇଛନ୍ତି । କରୋନାର ପ୍ରଥମ!-->…
Read More...
Read More...