କୁର୍ଣ୍ଣୁଲ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଘଟିଥିବା ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି । ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ କୁହାଯାଇଛି, ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲଠାରେ!-->…
Read More...
Read More...