Browsing Tag

news of india

ମାଓବାଦୀ ଆକ୍ରମଣ : ବିସ୍ଫୋରଣରେ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଶହୀଦ

ସୁକମା : ମାଓବାଦୀଙ୍କ ବିସ୍ଫୋରଣରେ ଜଣେ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଶହୀଦ ହୋଇଥିବା ଖବର ଆସିଛି । ଛତିଶଗଡ଼ ସୁକମାରେ ବୁର୍କାପାଲ କ୍ୟାମ୍ପରୁ ପାଖାପାଖି ୬ କିଲୋମିଟର ଦୂରରେ ସର୍ଚ୍ଚ ଅପରେସନ ପାଇଁ ବାହାରିଥିବା ଯବାନ ମାଓବାଦୀଙ୍କ ଟାର୍ଗେଟ ଆସି ଯାଇଥିବା ବେଳେ ମାଓବାଦୀଙ୍କ ଦ୍ୱାରା…
Read More...

ଇପିଏଫଓ ପେନସନଭୋଗୀଙ୍କ ପାଇଁ ଜୀବନ ପ୍ରମାଣ ପତ୍ର ଦାଖଲ କରିବାର ଅନ୍ତିମ ତାରିଖ ୨୮ ଫେବୃଆରୀ ୨୦୨୧ ପର୍ୟ୍ୟନ୍ତ…

• ଇପିଏଫଓ ଅଧୀନ ୩୫ ଲକ୍ଷ ପେନସନଭୋଗୀ ହେବେ ଉପକୃତ ନୂଆଦିଲ୍ଲୀ, (ପିଆଇବି) : ବର୍ତ୍ତମାନର କୋଭିଡ-୧୯ ମହାମାରୀ ଏବଂ ବୟସ୍କ ଜନସଂଖ୍ୟାଙ୍କ ପ୍ରତି କରୋନା ଭୂତାଣୁର ଅଧିକ ସଂକ୍ରମଣ ଆଶଙ୍କାକୁ ଆଖି ଆଗରେ ରଖି କର୍ମଚାରୀ ଭବିଷ୍ୟନିଧି ସଂଗଠନ (ଇପିଏଫଓ) ପକ୍ଷରୁ ଜୀବନ ପ୍ରମାଣପତ୍ର ଦାଖଲ…
Read More...

ଦେଶର ଦୈନିକ କରୋନା ମାମଲାର ୬୯ ପ୍ରତିଶତ ୮ ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ଦେଖାଦେଇଛି

● ଦଶଲକ୍ଷ ଜନସଂଖ୍ୟାରେ ନମୁନା ପରୀକ୍ଷଣ ୧ ଲକ୍ଷ ଅତିକ୍ରମ କଲା● ନମୁନା ପରୀକ୍ଷଣରେ ଜାତୀୟ ହାରଠାରୁ ଆଗରେ ରହିଛି ୨୩ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳନୂଆଦିଲ୍ଲୀ, (ପିଆଇବି) : ଆଜି ଭାରତରେ ସକ୍ରିୟ କରୋନା ମାମଲାର ସଂଖ୍ୟା ୪,୪୫,୯୪୦ ରହିଛି । ଦେଶର ମୋଟ କରୋନା ମାମଲା ମଧ୍ୟରୁ ୪.୮୭% କେବଳ…
Read More...

ତିନୋଟି ସ୍ଥାନରେ ଟୀକା ବିକାଶ ଓ ଉତ୍ପାଦନ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତିନୋଟି ସହର ଗସ୍ତ କରି କରୋନା ଟୀକା ବିକାଶ ଏବଂ ଉତ୍ପାଦନ ପ୍ରକ୍ରିୟାର ବିସ୍ତୃତ ସମୀକ୍ଷା କରିଛନ୍ତି। ସେ ଅହମ୍ମଦାବାଦର ଜାଇଡସ ବାୟୋଟେକ ପାର୍କ, ହାଇଦ୍ରାବାଦର ଭାରତ ବାୟୋଟେକ ଏବଂ ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ…
Read More...

କୃଷକଙ୍କ ପ୍ରତ୍ୟେକ ସମସ୍ୟା ଓ ଦାବୀ ଉପରେ ବିଚାର କରିବାକୁ ସରକାର ପ୍ରସ୍ତୁତ : ଅମିତ ଶାହା

ନୂଆଦିଲ୍ଲୀ : କୃଷକଙ୍କ ପ୍ରତ୍ୟେକ ସମସ୍ୟା ଓ ଦାବୀ ଉପରେ ବିଚାର କରିବାକୁ ସରକାର ପ୍ରସ୍ତୁତ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି । ସେ କହିଛନ୍ତି ଯେ, ଡିସେମ୍ବର ୩ ରେ ଆଲୋଚନା କରିବାକୁ କୃଷି ମନ୍ତ୍ରୀ ତାଙ୍କୁ ନିମନ୍ତ୍ରଣ କରିଛନ୍ତି । ଚାଷୀଙ୍କ ପ୍ରତ୍ୟେକ ସମସ୍ୟା ଏବଂ…
Read More...

ଦିଲ୍ଲୀ ସୀମାରେ ଅସମ୍ଭାଳ କୃଷକ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା କୃଷକଙ୍କ ବିରୋଧ ଜାରି ରହିଛି । ଚାଷୀମାନେ ସି‌ନ୍ଧୁ ସୀମାରେ ରାତି କଟାଇଥିଲେ । ବର୍ତ୍ତମାନ ସମୟରେ କୃଷକଙ୍କ ବୈଠକରେ ନିଷ୍ପତ୍ତି ନିଆଯିବ ଯେ, କୃଷକମାନେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ କି ସେଠାରେ ରହି…
Read More...

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ : ଉତ୍କଳ…

 ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ ଓଡ଼ିଶାର ଶିକ୍ଷାବିତ୍‌ ମାନେ ଦୀର୍ଘ ଦିନରୁ ଦାବୀ କରି ଆସୁଛନ୍ତି ଉପକୂଳ ଏବଂ ପୂର୍ବ ଓଡ଼ିଶାର ଛାତ୍ରଛାତ୍ରୀମାନେ ଉପକୃତ ହେବେ ଗବେଷଣାକୁ ପ୍ରୋତ୍ସାହନ ଦେବା ସହ ଶିଳ୍ପଯୋଗୀ ମାନବ ସମ୍ବଳ ସୃଷ୍ଟି କରିବ…
Read More...

କର୍ଣ୍ଣାଟକ ବାଗଲକୋଟରେ ସିବିଜି ପ୍ଲାଂଟର ଶିଳାନ୍ୟାସ : ଯୁବ ଉଦ୍ୟମୀ ମାନଙ୍କୁ ଜୈବଗ୍ୟାସ କ୍ଷେତ୍ରରେ ନୂଆ ଜ୍ଞାନକୌଶଳ…

 ପ୍ରାଜ୍‌ ଇଣ୍ଡଷ୍ଟ୍ରି ଏବଂ ଡ଼ିଭିଓ ଆଇଏନସି ଏହି ପ୍ଲାଂଟ ପାଇଁ ଆବଶ୍ୟକୀୟ ଟେକ୍ନୋଲଜି ଯୋଗାଇବ ପ୍ରତିଷ୍ଠା ହେବାକୁ ଥିବା ଏହି ପ୍ଲାଂଟ ପାଇଁ ଖର୍ଚ୍ଚ ହେବ ୪୨ କୋଟି ଦୈନିକ ୨୦୦ ଟନ୍‌ ଆଖୁ ଛେଦାରୁ ୧୦.୨ ଟନ ସିବିଜି ଉତ୍ପାଦନ ହେବ ସିବିଜି ପ୍ଲାଂଟ ସ୍ଥାପନା ପାଇଁ ୬୦୦ ଏଲଓଆଇ ଜାରୀ …
Read More...

୨୦୨୦-୨୧ ଆର୍ଥିକ ବର୍ଷର ଅକ୍ଟୋବର, ୨୦୨୦ ମାସ ସୁଦ୍ଧା ଭାରତ ସରକାରଙ୍କ ଖାତାର ମାସିକ ସମୀକ୍ଷା

ନୂଆଦିଲ୍ଲୀ, (ପିଆଇବି) : ୨୦୨୦-୨୧ ଆର୍ଥିକ ବର୍ଷର ଅକ୍ଟୋବର, ୨୦୨୦ ମାସ ପର୍ୟ୍ୟନ୍ତ ଭାରତ ସରକାରଙ୍କର ମାସିକ ଖାତାକୁ ସମ୍ମିଶ୍ରଣ କରାଯାଇଛି ଏବଂ ଏହାର ରିପୋର୍ଟ ପ୍ରକାଶିତ ହୋଇଛି। ଯାହାର ପ୍ରମୁଖ ଦିଗଗୁଡ଼ିକ ନିମ୍ନରେ ଦିଆଗଲା:-୨୦୨୦-୨୧ ଆର୍ଥିକ ବର୍ଷର ଅକ୍ଟୋବର, ୨୦୨୦ ମାସ ସୁଦ୍ଧା ଭାରତ…
Read More...

ଅଷ୍ଟ୍ରେଲିଆ ଗସ୍ତରେ ପ୍ରଥମରୁ ବିପର୍ୟ୍ୟୟର ସମ୍ମୁଖୀନ ହେଲା ଭାରତ : ଫିଞ୍ଚ, ସ୍ମିଥଙ୍କ ଶତକ : ଭାରତକୁ ୬୬ ରନରେ…

ସିଡନି : ସିଡନିଠାରେ ଖେଳାଯାଇଥିବା ଭାରତ- ଅଷ୍ଟ୍ରେଲିଆ ସିରିଜର ପ୍ରଥମ ଏକଦିବସୀୟ ମ୍ୟାଚରେ ଅଷ୍ଟ୍ରେଲିଆ ଭାରତକୁ ୬୬ ରନରେ ପରାସ୍ତ କରିଛି । ଆଜି ଅଷ୍ଟ୍ରେଲିଆ ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳପକ୍ଷରୁ ଡେଭିଡ ଓ୍ବାର୍ଣ୍ଣର ୬୯ ରନ, ଆରନ ଫିଞ୍ଚ୍ ୧୧୪ ରନ ଓ…
Read More...