Browsing Tag

news of india

ଇମ୍ରାନ ଖାନ ଗିରଫ୍‌

ଇସଲାମବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହୋଇଥିବା ଖବର ମିଳିଛି । ସୂଚନା ଅନୁସାରେ ଇମ୍ରାନ ଖାନଙ୍କୁ ପାକିସ୍ତାନ ରେଜର୍ସ ଇସଲାମବାଦ ହାଇକୋର୍ଟ ବାହାରୁ ଗିରଫ କରିଛି ।
Read More...

ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ରାଜସ୍ଥାନ : ରାଜସ୍ଥାନରେ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି । ସୂଚନା ଅନୁସାରେ ରାଜସ୍ଥାନ ହନୁମାନଗଡ଼ରେ ଖସି ପଡ଼ିଛି MIG-21 ଫାଇଟର ଜେଟ୍‌ । ବିମାନ ଖସିବା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାଗ୍ରସ୍ତ ବିମାନର ପାଇଲଟ
Read More...

ପତ୍ନୀଙ୍କ ପେଟରେ ଗୁଳି କରି ସ୍ୱାମୀ ଫେରାର୍‌

ମୁଙ୍ଗେର୍ : ମୁଙ୍ଗେରରେ ପାରିବାରିକ ବିବାଦ ଏତେ ଗଭୀର ହେଲା ଯେ, ଜଣେ ସ୍ୱାମୀ ତାଙ୍କ ପତ୍ନୀଙ୍କୁ ଗୁଳି କରିଛନ୍ତି । ପଡୋଶୀମାନେ ଆହତ ପତ୍ନୀଙ୍କୁ ତାରାପୁର ସବ୍‌ଡିଭିଜନ ହସ୍ପିଟାଲକୁ ନେଇଥିଲେ, ଯେଉଁଠାରୁ ତାଙ୍କୁ ପ୍ରଥମ ଚିକିତ୍ସା ପରେ ଭାଗଲପୁରକୁ ରେଫର କରାଯାଇଛି । ଗୁଳି ଚଳାଇବା ପରେ
Read More...

ଆଇପିଏଲ୍ ୨୦୨୩ : ହାଇଦ୍ରାବାଦର ନାଟକୀୟ ବିଜୟ

ନୂଆଦିଲ୍ଲୀ : ଆଇପିଏଲ୍ ୨୦୨୩ର ୫୨ ତମ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ରାଜସ୍ଥାନ ରୟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ୍ । ଏହି ମ୍ୟାଚ୍‌ରେ ରାଜସ୍ଥାନ ବ୍ୟାଟ୍ସମ୍ୟାନ୍ ଜବରଦସ୍ତ ବ୍ୟାଟିଂ କରି ହାଇଦ୍ରାବାଦ ଆଗରେ ୨୧୫ ରନ୍‌ର ବିଜୟ ବିଜୟ ଲକ୍ଷ୍ୟ ଦେଇଥିଲା । କିନ୍ତୁ ଶେଷ ବଲ୍‌ରେ
Read More...

ପାହାଡ ଧସିବା ଯୋଗୁଁ ବଦ୍ରିନାଥ ଜାତୀୟ ରାଜପଥ ଅବରୋଧ

ଉତ୍ତରପ୍ରଦେଶ : ପାହାଡ ଧସିବା ଯୋଗୁଁ ବଦ୍ରିନାଥ ଜାତୀୟ ରାଜପଥ ଅବରୋଧ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଉତ୍ତରପ୍ରଦେଶରେ ପାହାଡ ହଠାତ୍‌ ଧସିବା ଯୋଗୁଁ ଚାମୋଲି ଜିଲ୍ଲାର ହେଲଙ୍ଗ ଗ୍ରାମ ନିକଟରେ ବଦ୍ରିନାଥ ଜାତୀୟ ରାଜପଥ ଅବରୋଧ ହୋଇଛି ।
Read More...

ବାରାମୁଲାରେ ସେନା-ଆତଙ୍କବାଦୀ ଗୁଳି ବିନିମୟ : ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ କାଶ୍ମୀରର ବାରାମୁଲାରେ ସେନା ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି । ଗୁରୁବାର ଭୋରରୁ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ଆପତ୍ତିଜନକ ସାମଗ୍ରୀ, ଗୋଟିଏ ଏକେ-୪୭ ବନ୍ଧୁକ,
Read More...

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅମିତ ସାହା ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍‌ କରି ସେ ଲେଖିଛନ୍ତି, ଓଡ଼ିଆ ନବବର୍ଷ ଏବଂ ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଜଗନ୍ନାଥଙ୍କ କୃପା
Read More...

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍‌ କରି ସେ ଲେଖିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା । ନୂଆବର୍ଷ ସମସ୍ତଙ୍କ ଜୀବନରେ ଆନନ୍ଦ ଓ
Read More...

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍‌ କରି ସେ ଲେଖିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା ନୂଆବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ
Read More...

ତିନି ଓଡ଼ିଆଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଭବନରେ ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନାଗରିକ ସମ୍ମାନ ସମାରୋହରେ ଓଡ଼ିଶାର ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ, ଡକ୍ଟର କ୍ରିଷ୍ଣା ପଟେଲଙ୍କୁ କଳା କ୍ଷେତ୍ରରେ ଏବଂ ବୈଦ୍ୟ ପଟାୟତ କୁମାର ସାହୁଙ୍କୁ କୃଷି କ୍ଷେତ୍ରରେ
Read More...