Browsing Tag

news of india

୨୨ ମାର୍ଚ୍ଚ ପରଠାରୁ ଭାରତରେ କରୋନା ମୃତ୍ୟୁ ହାର ସବୁଠାରୁ କମ୍

• ଗତକାଲି ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ୫ ଶହରୁ କମ୍• ୧୪ଟି ରାଜ୍ୟ/କେନ୍ଦ୍ରଶାସିତ ଅଂଚଳରେ ମୃତ୍ୟୁ ହାର ଏକ ପ୍ରତିଶତରୁ କମ ନୂଆଦିଲ୍ଲୀ, (ପିଆଇବି) : ଦେଶର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ରୋଗୀଙ୍କୁ ଉତ୍ତମ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦେବା ପାଇଁ କେନ୍ଦ୍ର, ରାଜ୍ୟ ଓ…
Read More...

କୋଇଲା କାଳିମାରେ ଛ‌ନ୍ଦି ହୋଇଗଲେ ଦିଲୀପ ରାୟ : ୩ ବର୍ଷ ଜେଲ ଦଣ୍ଡାଦେଶ କଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ

ନୂଆଦିଲ୍ଲୀ : କୋଇଲା କାଳିମାରେ ଛ‌ନ୍ଦି ହୋଇଗଲେ ଦିଲୀପ ରାୟ । କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ସ୍ୱତନ୍ତ୍ର ସିବିଆଇ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବା ସହିତ ୧୦ ଲକ୍ଷ ଟଙ୍କାର ଜରିମାନା ଆଦେଶ କରିଛନ୍ତି । ଏହି…
Read More...

ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର କରୋନା ସଂକ୍ରମିତ : ଟ୍ୱିଟ୍‌ କରି ଦେଲେ ସୂଚନା

ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟ୍ୱିଟ୍‌ କରି ଏହି ସୂଚନା ପ୍ରଦାନ କରିଛନ୍ତି । ଟ୍ୱିଟ୍‌ରେ ସେ ଲେଖିଛନ୍ତି ଯେ, ତାଙ୍କର କରୋନା ପଜିଟିଭ୍‌ ଆସିଛି । ଲକ୍ଷଣ ଜଣା ପଡ଼ୁନାହିଁ । ନିଜେ ସୁସ୍ଥ ଅନୁଭବ କରୁଥିବା ସେ…
Read More...

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସ୍ଥାପନା ଦିବସରେ ସରସଂଘଚାଳକ ମୋହନ ଭାଗବତଙ୍କ ସ୍ୱୟଂସେବକଙ୍କୁ ସମ୍ବୋଧନ

ନାଗପୁର : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସ୍ଥାପନା ଦିବସ ଏବଂ ବଜୟାଦଶମୀ ଅବସରରେ ଆଜି ସରସଂଘଚାଳକ ମୋହନ ଭାଗବତ ସ୍ୱୟଂସେବକମାନଙ୍କୁ ସମ୍ବୋଧିତ କରିଛନ୍ତି । ସେ ଏହି ସମ୍ବୋଧନରେ ଅନୁଚ୍ଛେଦ ୩୭୦, ରାମ ମନ୍ଦିର, ନାଗରିକତା ନିୟମ ଏବଂ ଚୀନ୍‌ ସହ ପ୍ରତିରୋଧ ତଥା କରୋନା ଆଦି ବିଷୟରେ କହିଛନ୍ତି ।…
Read More...

ଚୀନ ସୀମା ପାଖରେ ଶସ୍ତ୍ର ପୂଜା କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ଗ୍ୟାଙ୍ଗଟକ : ଆଜି ଦାର୍ଜିଲିଂର ସୁକନା ଯୁଦ୍ଧ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଏହି ଅବସରରେ ସିକ୍କିମଠାରେ ଚୀନ ସୀମା ନିକଟରେ ସେ ଶସ୍ତ୍ର ପୂଜା ମଧ୍ୟ କରିଛନ୍ତି । ପଶ୍ଚିମବଙ୍ଗ ଏବଂ ସିକ୍କିମକୁ ଦୁଇ ଦିନିଆ ଗସ୍ତରେ ଯାଇଛ‌ନ୍ତି…
Read More...

ଅଭଦ୍ର କମେଣ୍ଟ୍‌ସ୍‌କୁ ବିରୋଧ କରିବାରୁ ନାବାଳିକାଙ୍କୁ ଗୁଳି କରି ହତ୍ୟା

ଫିରୋଜାବାଦ : ଉତ୍ତର ପ୍ରଦେଶର ଫିରୋଜାବାଦ ଜିଲ୍ଲାରେ ଅଭଦ୍ର କମେଣ୍ଟ୍‌ସ୍‌କୁ ବିରୋଧ କରିବାରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ୩ ଅସାମାଜିକ ଯୁବକ ଗୁଳି କରି ହତ୍ୟା କରିଥିବା ପୋଲିସ ପକ୍ଷରୁ ଆଜି ସୂଚନା ପ୍ରଦାନ କରାଯାଇଛି । ସୂଚନା ଅନୁସାରେ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ମୃତା ଛାତ୍ରୀ…
Read More...

ପିଆଜ ମୂଲ୍ୟ ହ୍ରାସ ଏବଂ ଏହାର ଉପଲବ୍ଧତା ବଢାଇବାକୁ ସରକାରଙ୍କ ପଦକ୍ଷେପ

• ଅକ୍ଟୋବର ୨୩ରୁ ପିଆଜର ଧାର୍ୟ୍ୟ ମହଜୁଦ ପରିମାଣ ଲାଗୁ ହେଲା, ପାଇକାରି ବ୍ୟବସାୟୀ ୨୫ ମେଟ୍ରିକ ଟନ ଓ ଖୁଚୁରା ବେପାରୀ ୨ ମେଟ୍ରିକ ଟନ ପିଆଜ ଚଳିତବର୍ଷ ଡିସେମ୍ବର ୩୧ ସୁଦ୍ଧା ରଖିପାରିବେ• ବଫର ଷ୍ଟକରୁ ପିଆଜ ବଜାରକୁ ଛାଡିବା ପାଇଁ ସରକାର ପ୍ରକ୍ରିୟା ତ୍ୱରାନ୍ୱିତ କଲେ ନୂଆଦିଲ୍ଲୀ,…
Read More...

ମୋଟ ୧୦ କୋଟି ପରୀକ୍ଷଣ ମାଇଲଖୁଣ୍ଟ ଅତିକ୍ରମ କଲା ଭାରତ

● ଶେଷ ୧ କୋଟି ନମୁନା ପରୀକ୍ଷା ମାତ୍ର ୯ ଦିନରେ● ଗତକାଲି ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୧୪.୫ ଲକ୍ଷ ପରୀକ୍ଷଣ ନୂଆଦିଲ୍ଲୀ, (ପିଆଇବି) : ଜାନୁୟାରୀ ୨୦୨୦ ଠାରୁ ଭାରତ କୋଭିଡ-୧୯ ନମୁନା ପରୀକ୍ଷଣରେ ଦ୍ରୁତ ଅଭିବୃଦ୍ଧି ଘଟାଇଛି । ଏହି ପରୀକ୍ଷଣ ସଂଖ୍ୟା ଆଜି ୧୦ କୋଟି (୧୦,୦୧,୧୩,୦୮୫)…
Read More...

ଦୀର୍ଘ ୩୫ ବର୍ଷ ପରେ ଆନ୍ତର୍ଜାତିକ ଶ୍ରମ ସଂଗଠନର ପରିଚାଳନା ପରିଷଦ ଅଧ୍ୟକ୍ଷ ପଦ ଗ୍ରହଣ କଲା ଭାରତ

ନୂଆଦିଲ୍ଲୀ, (ପିଆଇବି) : ଦୀର୍ଘ ୩୫ ବର୍ଷ ପରେ ଭାରତ ଆନ୍ତର୍ଜାତିକ ଶ୍ରମ ସଂଗଠନ (ଆଇଏଲ୍‌ଓ)ର ପରିଚାଳନା ପରିଷଦ ଅଧ୍ୟକ୍ଷ ପଦ ଗ୍ରହଣ କରିଛି । ଭାରତ ଓ ଆନ୍ତର୍ଜାତିକ ଶ୍ରମ ସଂଗଠନ ମଧ୍ୟରେ ଥିବା ଦୀର୍ଘ ୧୦୦ ବର୍ଷର ସଫଳ ସଂପର୍କରେ ଏହି ନୂଆ ଦାୟିତ୍ୱ ଆଉ ଏକ ଅଧ୍ୟାୟ ଯୋଡିଛି । ଭାରତର ଶ୍ରମ…
Read More...

ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କଲା ଭାରତ

● ପ୍ରଥମ ଥର ପାଇଁ ଦୁଇ ମାସ ମଧ୍ୟରେ ସକ୍ରିୟ କରୋନା ମାମଲା ୭ ଲକ୍ଷ ତଳେ ରହିଛି● ୨୪ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ସକ୍ରିୟ ମାମଲା ୨୦ ହଜାରରୁ ତଳେ ନୂଆଦିଲ୍ଲୀ, (ପିଆଇବି) : କୋଭିଡ ବିରୋଧରେ ଲଢ଼େଇରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି । ଦୁଇ ମାସ (୬୩ ଦିନ)…
Read More...