ଜମ୍ମୁ କଶ୍ମୀରରେ ଭୂକମ୍ପ ଅନୁଭୂତ
ଶ୍ରୀନଗର : ଜମ୍ମୁ କଶ୍ମୀରର କାଟ୍ରା ୯୭ କିଲୋମିଟର ପୂର୍ବରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୬ ରେକର୍ଡ କରାଯାଇଛି । ଏହି ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।
Read More...
Read More...