ବିକ୍ରମ ଗୋଖଲେଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ମୁମ୍ବାଇ : ଭେଟେରାନ ଅଭିନେତା ବିକ୍ରମ ଗୋଖଲେଙ୍କ ଶନିବାର ଦେହାନ୍ତ ହୋଇଛି । ୭୭ ବର୍ଷୀୟ ଅଭିନେତା ପୁଣେର ଦୀନନାଥ ମଙ୍ଗେସକର ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଅଭିନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ!-->…
Read More...
Read More...