ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଡ. ସି.ଭି.ଆନନ୍ଦ ବୋଷ
ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ଡ. ସି.ଭି.ଆନନ୍ଦ ବୋଷ । କେନ୍ଦ୍ର ସରକାରଙ୍କ ସୁପାରିସ୍ ଆଧାରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡକ୍ଟର ବୋଷ୍ଙ୍କ ନିଯୁକ୍ତି ଉପରେ ମୋହର ମାରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ!-->…
Read More...
Read More...