ଜମ୍ମୁକାଶ୍ମୀର ଏନକାଉଣ୍ଟରରେ ୪ ଆତଙ୍କବାଦୀ ମୃତ
ଶ୍ରୀନଗର : ପୁଣି ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି । ଶ୍ରୀନଗରରୁ ୩ ଜଣ ହାଇବ୍ରିଡ ଆତଙ୍କବାଦୀ ଗିରଫ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲସ୍କର ଇ ତୋଇବାର କମାଣ୍ଡର ମୁଖତାର ଭଟ ଏବଂ ଜଣେ ବିଦେଶୀ ଆତଙ୍କବାଦୀ ରହିଛି । ତିନି!-->…
Read More...
Read More...