ଅରୁଣାଚଳ ପ୍ରଦେଶରେ ଭୂମିକମ୍ପ ଅନୁଭୂତ
ନୂଆଦିଲ୍ଲୀ : ପୂର୍ବ ଭାରତରେ ଭୂକମ୍ପର ଝଟକା । ଅରୁଣାଚଳ ପ୍ରଦେଶରେ ଗୁରୁବାର ସକାଳେ ବଡ ଧରଣର ଭୂକମ୍ପ ଝଟକା ଅନୁଭବ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଜଣାପଡିଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଭୂକମ୍ପର କେନ୍ଦ୍ରସ୍ଥଳ ଅରୁଣାଚଳ ପ୍ରଦେଶର!-->…
Read More...
Read More...