ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୫ ମୃତ
ନୂଆଦିଲ୍ଲୀ : ଅରୁଣାଚଳ ପ୍ରଦେଶର ଉପର ସିଆଙ୍ଗ ଜିଲ୍ଲାରେ ଶୁକ୍ରବାର ଭାରତୀୟ ସେନାର ଲଢ଼ୁଆ ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ପାଇଲଟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ଏଚ୍ଏଏଲ୍) ନିର୍ମିତ!-->…
Read More...
Read More...