ଟଳିପଡିଲେ ୩ ଆତଙ୍କବାଦୀ
ଶ୍ରୀନଗର : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ଭାରତ-ପାକିସ୍ତାନ ଲାଇନ ଅଫ୍ କଣ୍ଟ୍ରୋଲ ନିକଟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସେନା ପଣ୍ଡ କରିଛି । ସେଠାରେ ଚାଲିଥିବା ଅପରେଶନରେ ତିନି ଜଣ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର!-->…
Read More...
Read More...