Browsing Tag

news of india

ବାଲିଗଦାରେ ପୋତି ହୋଇ ୬ ମୃତ

ଜୟପୁର : ରାଜସ୍ଥାନର କରୌଲି ଜିଲ୍ଲା ଅଧୀନସ୍ଥ ସିମିର ପଞ୍ଚାୟତରେ ଏକ ବାଲିଗଦା ଭୁଶୁଡ଼ି ପଡ଼ିବାରୁ ତଳେ ପୋତିହୋଇ ଗୋଟିଏ ପରିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୪ ଜଣ ଆହତ ହୋଇଛନ୍ତି । ଗାଁ ଲୋକେ ବାଲି ହଟାଇ ସେମାନଙ୍କୁ ଉଦ୍ଧାର କରିଥିଲେ । ସେତେବେଳକୁ ରାମନିରି ମାଲି(୪୦), ଝିଅ
Read More...

ସୁରକ୍ଷାବାହିନୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର କୋକେରନାଗର ଟେଙ୍ଗପୋ ଗ୍ରାମରେ ସୋମବାର ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୨ ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି । ଏନେଇ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଆତଙ୍କବାଦୀ ଲୁଚି ରହିଥିବା ଖବର
Read More...

ନିଜ ଉତ୍ତରାଧିକାରୀ ବାଛିବାକୁ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲା କେନ୍ଦ୍ର

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ଆଗାମୀ ପ୍ରଧାନ ବିଚାରପତି ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଶୁକ୍ରବାର ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଲିତଙ୍କୁ ଏକ ଚିଠି ଲେଖିଛନ୍ତି । ଜଷ୍ଟିସ ଲଲିତ ନଭେମ୍ବର ୮ରେ ପ୍ରଧାନ ବିଚାରପତି ପଦରୁ ଅବସର ନେବେ । ନୂତନ ସିଜେଆଇର ନିଯୁକ୍ତି
Read More...

ବିଷାକ୍ତ ଖାଦ୍ୟ ଖାଇ ୩ ମୃତ, ୧୧ ଗୁରୁତର

ତିରୁପୁର : ତାମିଲନାଡୁର ତିରୁପୁର ଅଞ୍ଚଳରେ ବିଷାକ୍ତ ଖାଦ୍ୟ ଖାଇ ୩ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୧୧ଜଣ ଅସୁସ୍ଥ ହୋଇ ସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବୁଧବାର ରାତିରେ ପିଲାମାନେ ଭାତ ସହ ରସମ ଏବଂ ଲଡ଼ୁ ଖାଇଥିଲେ । ପରେ ଝାଡ଼ାବାନ୍ତି ହୋଇଥିଲେ । ଗୁରୁବାର ସକାଳେ
Read More...

ଉତ୍ତରକାଶୀରେ ହିମସ୍ଖଳନ : ୧୬ ମୃତଦେହ ଉଦ୍ଧାର, ୧୩ ନିଖୋଜ

ଡେରାଡୁନ୍‌ : ଉତ୍ତରକାଶୀର ନେହେରୁ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଉଣ୍ଟେନିୟରିଂ (ଏନ୍‌ଆଇଏମ୍‌)ର ୬୧ ପର୍ବତାରୋହୀଙ୍କ ଏକ ଟିମ୍‌ ପ୍ରଶିକ୍ଷଣ ପାଇଁ ହିମାଳୟର ଗରୱାଲ ଦ୍ରୌପଦୀ କା ଦଣ୍ଡା ଶୃଙ୍ଗକୁ ଯାଇଥିଲେ । ମଙ୍ଗଳବାର ସେମାନେ ଫେରୁଥିବା ବେଳେ ହିମସ୍ଖଳନ ଘଟିଥିଲା । ସମୁଦ୍ର ପତ୍ତନଠାରୁ
Read More...

ସାହିତ୍ୟ ପାଇଁ ନୋବେଲ ପୁରସ୍କାର ପାଇବେ ଫରାସି ଲେଖିକା ଆନ୍ନି ଏର୍ନକ୍ସ

ନୂଆଦିଲ୍ଲୀ : ସାହିତ୍ୟ ପାଇଁ ଚଳିତ ବର୍ଷ ନୋବେଲ ପାଇବେ ଫରାସୀ ଲେଖିକା ଆନ୍ନି ଏର୍ନକ୍ସ । କୋରେଜ୍‌ ଆଣ୍ଟ କ୍ଲିନିକାଲ୍ ଆକ୍ୟୁଟି ଶୈଳୀର ରଚନା ପାଇଁ ନୋବେଲ ପୁରସ୍କାର ଦିଆଯିବାକୁ ଚୟନ କରାଯାଇଛି । ଏହି ପୁସ୍ତକରେ ବ୍ୟକ୍ତିଗତ ମତ ରଖି ଓ ବିଭିନ୍ନ ଭାଷା ଓ ବର୍ଗ ଆଧାରରେ ରହିଥିବା
Read More...

ଘାଟିରେ ଓଲଟିଲା ପରିବା ବୋଝେଇ ଟ୍ରକ୍‌

ଦାରିଙ୍ଗବାଡ଼ି : କନ୍ଧମାଳ ଓ ଗଞ୍ଜାମକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ଏବେ ବିପଦ ସାଜିଛି । କେବେ ଦୁର୍ଘଟଣା ଆଉ କେବେ ଭୁସ୍ଖଳନ ପାଇଁ ଚର୍ଚ୍ଚାରେ ରହିଛି ଏହି ଘାଟି । ଗୋଟିଏ ସପ୍ତାହ ମଧ୍ୟରେ ଦୁଇ ଦୁଇଟି ଫଳ ଏବଂ ପନିପରିବା ବୋଝେଇ ମିନି ଟ୍ରକ୍‌ ଓଲଟିଲାଣି । ଫଳରେ ଉକ୍ତ ଘାଟିରେ
Read More...

ପିଏଚ୍‌ଡି ଛାତ୍ରଛାତ୍ରୀ ଏକ ସମୟରେ ଦୁଇଟି ଡିଗ୍ରୀ ହାସଲ କରିପାରିବେ ନାହିଁ : ୟୁଜିସିର ନୂଆ ନିୟମ

ନୂଆଦିଲ୍ଲୀ : ୟୁନିଭରସିଟି ଗ୍ରାଣ୍ଟସ କମିସନ (ୟୁଜିସି) ପକ୍ଷରୁ ଏକ ନୂଆ ନିୟମ ଆସିଛି । ପିଏଚଡି ଛାତ୍ରଛାତ୍ରୀମାନେ ଏକ ସମୟରେ ଦୁଇଟି ଫୁଲ୍ ଟାଇମ୍ ଡିଗ୍ରୀ ହାସଲ କରିପାରିବେ ନାହିଁ । ଛାତ୍ରଛାତ୍ରୀମାନେ ଡିପ୍ଲୋମା, ଅଣ୍ଡର ଗ୍ରାଜୁଏଟ, ପୋଷ୍ଟ ଗ୍ରାଜୁଏଟ ପ୍ରୋଗ୍ରାମକୁ ଦୁଇଟି ଆକାଡେମିକ୍
Read More...

ଦଶହରାରେ ନିର୍ବାଚନୀ ବିଗୁଲ ବଜାଇଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ହିମାଚଳ ପ୍ରଦେଶ ଗସ୍ତରେ ଯାଇଛନ୍ତି । ଏହି ସମୟରେ ନିର୍ବାଚନ ବିଗୁଲ ଫୁଙ୍କିଛନ୍ତି । ବିଲାସପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ହିମାଚଳ ପ୍ରଦେଶର ପାରମ୍ପରିକ ବାଦ୍ୟଯନ୍ତ୍ର ବଜାଇଛନ୍ତି । ଏହା ମୋଦୀଙ୍କର
Read More...

ରାବଣ ଦହନ ବେଳେ ଅଘଟଣ : ଲୋକଙ୍କ ଉପରେ ପଡିଲା ରାବଣଙ୍କ ପୁତ୍ତଳିକା, ଅନେକ ଆହତ

ଯମୁନାନଗର : ଦଶହରା ଅବସରରେ ସାରା ଦେଶରେ ରାବଣ ଦହନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ରାବଣ ଦହନ ସମୟରେ ହରିୟାଣାର ଯମୁନାନଗରରେ ଏକ ଅଭାବନୀୟ ଘଟଣା ଘଟିଛି । ମିଳିଥିବା ସୂଚନା ଅନୁଯାୟୀ, ଦହନ ସମୟରେ ରାବଣଙ୍କ ପୁତ୍ତଳିକା ଲୋକଙ୍କ ଭିଡ ଉପରେ ପଡିଥିଲା । ଏଥିରେ ଅନେକ ଲୋକ ଆହତ ହୋଇଥିବା
Read More...