Browsing Tag

news of india

ବିସର୍ଜନ ବେଳେ ଭାସିଯାଇ ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ବୁଧବାର ଦେବୀ ଦୁର୍ଗାଙ୍କ ମୂର୍ତ୍ତି ଭସାଣି ବେଳେ ଅଘଟଣ ଘଟିଛି । ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ମୋଟ ୧୩ ଜଣଙ୍କର ମୃତ୍ୟୁ ଘଟଥିବା ଜଣାପଡିଛି । ସୂଚନା ଅନୁସାରେ, ପଶ୍ଚିମବଙ୍ଗର ୭ ଜଣ ଏବଂ ରାଜସ୍ଥାନର ୬ ଜଣ ମେଢ ଭସାଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ିଯାଇ ତାଙ୍କର ମୃତ୍ୟୁ
Read More...

ରାସାୟନ ବିଜ୍ଞାନ ପାଇଁ ନୋବେଲ ଘୋଷଣା

ନୂଆଦିଲ୍ଲୀ : ରାସାୟନ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ୩ ବିଜ୍ଞାନୀଙ୍କୁ ମିଳିତ ଭାବରେ ପାଇବେ ଏହି ପୁରସ୍କାର । 'ଅଣୁ ନିର୍ମାଣ ପାଇଁ ଏକ ଚତୁର ଉପକରଣ' ବିକାଶ ପାଇଁ କାରୋଲିନ୍ ଆର ବର୍ଟୋଜି, ମୋର୍ଟେନ୍ ମେଲଡାଲ୍ ଏବଂ କେ ବାରି ଶାରପ୍ଲେସ୍‌ଙ୍କୁ ନୋବେଲ ମିଳିବ ।
Read More...

ଏଲ୍‌ଇଡି ଟିଭି ବିସ୍ଫୋରଣ : ୧ ମୃତ ୨ ଗୁରୁତର

ଗାଜିଆବାଦ : ଏଲ୍‌ଇଡି ଟିଭି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହେବା ସହିତ ୨ ଗୁରୁତର । ଏପରି ଅଭାବନୀୟ ଘଟଣା ଉତ୍ତରପ୍ରଦେଶର ଗାଜିଆବାଦର ହର୍ଷ ବିହାରରେ ଦେଖିବାକୁ ମିଳିଛି । ମୃତକଙ୍କ ପରିଚୟ ଓମିନ୍ଦ୍ର (୧୭) । ଖବର ଅନୁସାରେ, ମଙ୍ଗଳବାର ମଧ୍ୟାହ୍ନ ୨ଟା ବେଳେ ସମସ୍ତ ପରିବାର ସଦସ୍ୟ ଟିଭି
Read More...

ଆତଙ୍କବାଦୀ-ପୋଲିସ ଗୁଳି ବିନିମୟ : ୧୦ ଦିନରେ ନିହତ ହେଲେଣି ୧୧ ଆତଙ୍କବାଦୀ

ଶ୍ରୀନଗର : ଜାମ୍ମୁ ଓ କାଶ୍ମୀରର ଶୋପିଆଁ ଜିଲ୍ଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିବା ଜଣାପଡିଛି । ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜଣଙ୍କର 'ଜୈଶ-ଏ-ମହମ୍ମଦ' ସହିତ ସମ୍ପର୍କ ଥିବା ବେଳେ
Read More...

ଦେଶର ୧୦୫ଟି ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ : ସିବିଆଇ ସାରା ଦେଶରେ ବଡ ପଦକ୍ଷେପ ନେଇଛି । ସିବିଆଇ ଦ୍ୱାରା ଦେଶର ୧୦୫ଟି ସ୍ଥାନରେ ଚଢ଼ାଉ କରାଯାଇଛି । ଏହି ଚଢ଼ାଉ ସାଇବର ଠକେଇ ବିଷୟରେ ହୋଇଛି । ସୂଚନାନୁସାରେ, ୮୭ଟି ସ୍ଥାନରେ ସିବିଆଇ ଟିମ୍‌ ଥିବା ବେଳେ ରାଜ୍ୟ ପୋଲିସର ସମନ୍ୱୟ ରକ୍ଷା କରି ୧୮ଟି ସ୍ଥାନରେ ଚଢ଼ାଉ
Read More...

ହିମାଚଳ ପ୍ରଦେଶ ଗସ୍ତ କରିବେ ମୋଦୀ : ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ହିମାଚଳ ପ୍ରଦେଶ ଗସ୍ତ କରିବେ । ସେଠାରେ ୩୬୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହାସହ ବିଲାସପୁରରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସ (ଏଆଇଆଇଏମ୍‌ଏସ୍‌)ର ଉଦ୍‌ଘାଟନ କରିବାର
Read More...

୫୦୦ ମିଟର ତଳକୁ ଖସିଲା ବସ୍‌ : ୩୨ ମୃତ

ଡେରାଡୁନ : ଉତ୍ତରାଖଣ୍ଡର କୋଟଦ୍ୱାର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ମଙ୍ଗଳବାର ରାତିରେ ଏକ ଯାତ୍ରୀବାହୀ ବସ୍‌ ୫୦୦ ମିଟର ଗଭୀର ଘାଟରେ ଖସିପଡିଛି । ଏଥିରେ ୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି । ଖବରପାଇ ଏସ୍‌ଡିଆର୍‌ଏଫ୍‌ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌
Read More...

ଟ୍ରକ୍‌ ଓ ଅଟୋରିକ୍ସା ମଧ୍ୟରେ ଧକ୍କା : ୭ ମୃତ

ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ବଡୋଦରା : ଗୁଜରାଟର ବଦୋଦରାଠାରେ ବାୟୁସେନା ଷ୍ଟେସନ ଦାର୍ଜିପୁରା ନିକଟରେ ଏକ ଅଟୋରିକ୍ସା ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଛି ଫଳରେ ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ ଜଣ ଆହତ
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସୋନିଆ ଗାନ୍ଧୀଙ୍କ ସମେତ ବହୁ ନେତା ରାଜଘାଟରେ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ତମ ଜୟନ୍ତୀ ଆଜି ପାଳନ କରାଯାଉଛି । ସାରା ଦେଶରେ ବାପୁଙ୍କ ସ୍ମୃତିରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟ ପହଞ୍ଚି ମହାତ୍ମାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ
Read More...

ଦେଶରେ ଆରମ୍ଭ ହେଲା ୫ଜି ଯୁଗ, ପ୍ରଗତି ମୈଦାନରୁ ପ୍ରଧାନମନ୍ତ୍ରୀ କଲେ ଉଦ୍‌ଘାଟନ

ନୂଆଦିଲ୍ଲୀ : ଦେଶରେ ବହୁ ପ୍ରତୀକ୍ଷିତ ୫ଜି ସେବା ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଏହି ୫ଜି ସେବା ଆରମ୍ଭ କରିଛନ୍ତି । ଟେକ୍ନୋଲୋଜିର ଏହି ନୂଆ ପିଢିରେ ଭାରତ ପ୍ରବେଶ କରି ଚୀନ, ଦକ୍ଷିଣ କୋରିଆ, ଆମେରିକା ଆଦି ଦେଶ ସହିତ ସାମିଲ ହୋଇଛି ।
Read More...