Browsing Tag

news of india

କୋଠା ଭୁଶୁଡ଼ି ଜଣେ ମୃତ

ନୂଆଦିଲ୍ଲୀ : ଦିଲ୍ଲୀର ମୁସ୍ତଫାବାଦର ବାବୁନଗରରେ ଆଜି ସକାଳେ ଏକ ଘର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଖବର ପାଇ ୩ଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଏହି ଘଟଣାରେ ଆଉ କ'ଣ କ୍ଷୟକ୍ଷତି ଘଟିଛି ତାହା ପରେ ଆକଳନ କରାଯିବ ବୋଲି
Read More...

ବିଶ୍ୱ ଚାମ୍ପିୟନସିପ୍‌ରେ ରୌପ୍ୟ ଜିତି ଇତିହାସ ରଚିଲେ ନୀରଜ

ନୂଆଦିଲ୍ଲୀ : ବିଶ୍ୱ ଆଥଲେଟିକ ଚାମ୍ପିଅନସିପ୍‌ରେ ରୌପ୍ୟ ଜିତି ଆଉ ଏକ ଇତିହାସ ରଚିଛନ୍ତି ଗୋଲ୍ଡେନ ବଏ ନୀରଜ ଚୋପ୍ରା । ୨୦୦୩ ପରେ ସେ ଏହି ଚାମ୍ପିୟନସିପ୍‌ରେ ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି । ନୀରଜ ଆମେରିକାର ୟୁଗେନରେ ଅନୁଷ୍ଠିତ ଚାମ୍ପିୟନସିପ୍‌ର ଫାଇନାଲରେ ଚତୁର୍ଥ ରାଉଣ୍ଡରେ
Read More...

ତ୍ରିରଙ୍ଗା ଉଡ଼ାଇବା ନିୟମରେ ପରିବର୍ତ୍ତନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଏବେ ଯେ କୌଣସି ବ୍ୟକ୍ତି ନିଜ ଘରେ ଦିନ ରାତି ତ୍ରିରଙ୍ଗା ଉଡ଼ାଇପାରିବେ । ଏବେ ଏଭଳି ଏକ ନିୟମ ଆଣିଛନ୍ତି କେନ୍ଦ୍ର ସରକାର । ସ୍ୱାଧୀନତା ଦିବସ ପୂର୍ବରୁ 'ହର ଘର ତ୍ରିରଙ୍ଗା ସମାରୋହ' ଦ୍ୱାରା ନିୟମରେ ପରିବର୍ତ୍ତନ କରିବାକୁ ଯାଉଛନ୍ତି । ଏବେ ପର୍ଯ୍ୟନ୍ତ ସାଧାରଣ ଲୋକେ
Read More...

ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମିଳିଲା ବିଜୟ ସାର୍ଟିଫିକେଟ୍

ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିଜୟୀ ହେବା ପରେ ଶୁକ୍ରବାର ନିର୍ବାଚନ କମିଶନଙ୍କ ପକ୍ଷରୁ ତାଙ୍କୁ ବିଜୟ ପ୍ରମାଣପତ୍ର ପ୍ରଦାନ କରାଯାଇଛି । ରିଟର୍ଣ୍ଣିଂ ଅଫିସର ପି.ସି ମୋଦୀଙ୍କ ପକ୍ଷରୁ ନିର୍ବାଚନ ଫଳାଫଳ ସଂକ୍ରାନ୍ତ ଘୋଷଣାପତ୍ର ଦାଖଲ
Read More...

‘ହର ଘର ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର 'ହର ଘର ତ୍ରିରଙ୍ଗା' ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହା ସହ ଏହି ଅଭିଯାନରେ ବହୁ ସଂଖ୍ୟାରେ ସାମିଲ ହେବାକୁ ସେ ଜନସାଧାରଣଙ୍କୁ ଅପିଲ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧିନତା ଓ ତ୍ରିରଙ୍ଗାକୁ ସ୍ୱତନ୍ତ୍ର ଭାରତରେ
Read More...

ଫ୍ରିଜ୍‌ ଭିତରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ସୀଲମପୁର ଅଞ୍ଚଳରୁ ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଫ୍ରିଜ୍‌ ଭିତରୁ ମିଳିଛି । ସେ ହେଲେ ଜାକିର । ଯାହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । କେହି ଜଣେ ତାଙ୍କ ହତ୍ୟା କରି ଏଭଳି କରିଥିବା ସନ୍ଦେହ କରାଯାଉଛି । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି
Read More...

ଆୟକର ରିଟର୍ଣ୍ଣ ଦାଖଲ କରିବାର ସମୟସୀମା ଜୁଲାଇ ୩୧, ବଢ଼ିବ ନାହିିଁ ଆଗକୁ : ରାଜସ୍ୱ ସଚିବ

ନୂଆଦିଲ୍ଲୀ : ଯଦି ଆପଣ ଏପର୍ଯ୍ୟନ୍ତ ଆପଣଙ୍କର ଆୟକର ରିଟର୍ଣ୍ଣ ଦାଖଲ କରିନାହାଁନ୍ତି, ତେବେ ବର୍ତ୍ତମାନ ବିଳମ୍ବ କରନ୍ତୁ ନାହିଁ । ଆୟକର ରିଟର୍ଣ୍ଣ ଦାଖଲ କରିବାର ଶେଷ ସମୟ ଜୁଲାଇ ୩୧ ଠାରୁ ବୃଦ୍ଧି ହେବ ନାହିଁ ବୋଲି ରାଜସ୍ୱ ସଚିବ ସ୍ପଷ୍ଟ କରିଛନ୍ତି । ରାଜସ୍ୱ ସଚିବ ତରୁଣ ବଜାଜ କହିଛନ୍ତି
Read More...

୨୦୨୪ ପାଇଁ ପ୍ରସ୍ତୁତିରେ ଲାଗିଥିବା ବିରୋଧୀ ଦଳକୁ ବଡ଼ ଝଟ୍‌କା, ରାଷ୍ଟ୍ରପତି ନିର୍ବାଚନରେ ​​’କ୍ରସ୍…

ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନରେ ​​ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶେଷରେ ବିପୁଳ ପରିମାଣରେ ସମର୍ଥନ ପାଇ ଜିତିଛନ୍ତି । ବାଲାଟ ବକ୍ସ ଖୋଲିବା ଆରମ୍ଭରୁ ଦ୍ରୌପଦୀ ମୁର୍ମୁ ଆଗୁଆ ଥିଲେ । ସେ ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ପରାସ୍ତ କରିଛନ୍ତି । ଏନ୍‌ଡିଏ ପ୍ରାର୍ଥୀ
Read More...

ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶାର ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିମାନେ : ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ : ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଗୌରବ ଜନଜାତି ଜନନେତ୍ରୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଆଜି ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଓଡ଼ିଶାର ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ବ୍ୟକ୍ତି ବିଶେଷ ସାକ୍ଷାତ କରି ଅଭିନନ୍ଦନ ଜଣାଇଛନ୍ତି । ଓଡ଼ିଶାର
Read More...

ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ନୂତନ ରାଷ୍ଟ୍ରପତିଙ୍କୁ ଟ୍ଵିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି, ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଝିଅ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା । ଦେଶର ସର୍ବୋଚ୍ଚ ପଦବୀ ପାଇଁ ସେ ନିର୍ବାଚିତ ହେବା ଓଡ଼ିଶାର
Read More...