ପ୍ରକାଶ ପାଇଲା ଜେଇଇ ମେନ ସେସନ-୧ ପରୀକ୍ଷାର ରେଜଲ୍ଟ
ନୂଆଦିଲ୍ଲୀ : ପ୍ରକାଶ ପାଇଲା ଜେଇଇ ମେନ ସେସନ-୧ ପରୀକ୍ଷାର ରେଜଲ୍ଟ । ଜୁନ୍ ୨୩ରୁ ୨୯ ପର୍ଯ୍ୟନ୍ତ ହୋଇଥିବା ଜେଇଇ ମେନ ସେସନ-୧ ପରୀକ୍ଷାର ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଏନ୍ଟିଏର ଅଫିସିଆଲ ୱେବ୍ସାଇଟ୍ jeemain.nta.nic.inରେ ପରୀକ୍ଷାର୍ଥୀ ସେମାନଙ୍କର ଫଳାଫଳ ଦେଖିପାରିବେ ।!-->…
Read More...
Read More...