ଆସନ୍ତାକାଲି ଆରମ୍ଭ ହେବ ଅମରନାଥ ଯାତ୍ରା
ଶ୍ରୀନଗର : ଦୁଇ ବର୍ଷର ବ୍ୟବଧାନ ପରେ ଆସନ୍ତାକାଲି ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଅମରନାଥ ଯାତ୍ରା । ଯାତ୍ରାର ଗୋଟିଏ ଦିନ ପୂର୍ବରୁ ଶ୍ରଦ୍ଧାଳୁମାନେ ଶ୍ରୀନଗରେ ପହଞ୍ଚିବା ଆରମ୍ଭ କରି ସାରିଛନ୍ତି । ଉପରାଜ୍ୟପାଳ ମନୋଜ ସିହ୍ନା ନିଜେ ପତାକା ଦେଖାଇ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି ।!-->…
Read More...
Read More...