ଘାଟି ତଳକୁ ଖସିପଡିଲା ବରଯାତ୍ରୀ ଗାଡି : ୧୧ ମୃତ
ଡେରାଡୁନ : ଉତ୍ତରାଖଣ୍ଡର ଚମ୍ପାୱାତ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ଏକ ବୋଲେରୋ ଘାଟି ତଳକୁ ଖସିପଡିଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ଚାରିଜଣ ମହିଳାଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଇଛି । ଗୁରୁତର ଆହତ!-->…
Read More...
Read More...