ତନ୍ତ୍ର-ମନ୍ତ୍ର ସାହାଯ୍ୟରେ ପକ୍ଷାଘାତ ରୋଗର ଚିକିତ୍ସା ପାଇଁ ଯାଇଥିବା ମହିଳା ତାନ୍ତ୍ରିକ ଦ୍ୱାରା ଦୁଷ୍କର୍ମର ଶିକାର
ଇନ୍ଦୋର : ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ପକ୍ଷାଘାତ ମହିଳା ରୋଗୀ ତାଙ୍କ ଚିକିତ୍ସା ପାଇଁ ତାନ୍ତ୍ରିକ ପାଖକୁ ଯାଇଥିବା ବେଳେ ତାନ୍ତ୍ରିକ ଦ୍ୱାରା ଦୁଷ୍କର୍ମର ଶିକାର ହୋଇଥିବା ଭଳି ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସୂଚନା ଅନୁସାରେ ତାନ୍ତ୍ରିକ ଜଣକ ବାହାନା କରି ମହିଳାଙ୍କ!-->…
Read More...
Read More...