ଦେଶରେ କରୋନା ଭାଇରସ୍ : ୨୪ ଘଂଟାରେ ୫୮ ହଜାର ୯୭ ଜଣ ନୂଆ ସଂକ୍ରମିତ ଚିହ୍ନଟ, ୫୩୪ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ : ସମଗ୍ର ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଗତ ୨୪ ଘଂଟା ମଧ୍ୟରେ ୫୮ ହଜାର ୯୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମଧ୍ୟରେ କରୋନାରେ ୫୩୪ ଜଣଙ୍କ ମୃତ୍ୟୁ ଘଟିଛି । ବର୍ତ୍ତମାନ ପର୍ୟ୍ୟନ୍ତ ଦେଶରେ କରୋନା କାରଣରୁ ସମୁଦାୟ ୪ ଲକ୍ଷ ୮୨ ହଜାର!-->…
Read More...
Read More...