Browsing Tag

news of ndia

ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ଆଜି ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଲି ଗସ୍ତ କରିବେ । ବାଲିରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀରେ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ୍‌, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ
Read More...

ରାଜଭରଙ୍କ ବଡ ଘୋଷଣା : ଦ୍ରୌପଦୀ ମୁର୍ମୁଙ୍କୁ ଦେବେ ସମର୍ଥନ

ଲକ୍ଷ୍ନୌ : ସୁହେଲଦେବ ଭାରତୀୟ ସମାଜ ପାର୍ଟି(ଏସ୍‌ବିଏସ୍‌ପି) ସଭାପତି ଓମ୍‌ ପ୍ରକାଶ ରାଜଭର ଆଜି ଏକ ବଡ଼ ଘୋଷଣା କରିଛନ୍ତି । ରାଷ୍ଟ୍ରପତି ନିର୍ବାଚନରେ ସେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ସମର୍ଥନ ଦେବେ ବୋଲି ଘୋଷଣା କରିଛନ୍ତି । ଏକ ଖବରଦାତା ସମ୍ମିଳନୀ କରି ସେ କହିଛନ୍ତି ଯେ,
Read More...

ସିଲିଣ୍ଡର ବିସ୍ଫୋରଣରେ ଭୁଶୁଡିଲା ୨ ମହଲା କୋଠା, ୩ ଶିଶୁ ସମେତ ୭ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଗୋଣ୍ଡାରେ ଜିଲ୍ଲାରେ ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିଲିଣ୍ଡର ବିସ୍ଫୋରଣ ହୋଇଥିବା ଜଣାପଡିଛି । ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ୨ ମହଲା କୋଠା ଭୁଶୁଡି ପଡିଥିଲା । କୁହାଯାଉଛି ଯେ କୋଠା ଭୁଶୁଡ଼ିବା କାରଣରୁ ପ୍ରାୟ ୧୪ ଜଣ ମାଟି ତଳେ ଫସି ରହିଥିଲେ ।
Read More...