Browsing Tag

news of odisha

ଟିକେ ଆଶ୍ୱସ୍ତି, ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୩୬୨୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ୩୬୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୧୫ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୩୦୬ ରହିଥିବା ବେଳେ ନୂଆ
Read More...

ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୂଚନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୂଚନା ଦେଇଥିବା ବେଳେ କରୋନାର ତୃତୀୟ ଲହରରେ ଓମିକ୍ରନ ଅଧିକ ସଂକ୍ରମିତ କରୁଛି ବୋଲି କହିଛନ୍ତି । ରାଜ୍ୟରେ ୧୦୦ ଜଣରୁ ମାତ୍ର ୨ ଜଣ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି ବୋଲି ସେ
Read More...

ଓଡ଼ିଶାରେ ନିଜର ସ୍ଥିତି ଜାହିର୍‌ କଲା ଓମିକ୍ରନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓମିକ୍ରନ୍‌ ଓଡ଼ିଶାରେ ନିଜର ସ୍ଥିତି ଜାହିର୍‌ କରିଥିବା ବେଳେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମ ଥର ପାଇଁ ଓଡ଼ିଶାରେ ୨ ଜଣ ଓମିକ୍ରନ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ସଂପୃକ୍‌କ୍ତ ଦୁଇ ସଂକ୍ରମିତ ନାଇଜେରିଆ ଓ କାତାରରୁ ଫେରିଥିବା ବ୍ୟକ୍ତି
Read More...

ପ୍ରଥମାଷ୍ଟମୀ ଆଜି : ଜ୍ୟେଷ୍ଠ ସନ୍ତାନଙ୍କୁ ସମ୍ବର୍ଦ୍ଧନାର ପର୍ବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଥମାଷ୍ଟମୀ ଆଜି । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପ୍ରଥମାଷ୍ଟମୀ ପାଳିତ ହୁଏ । ଓଡ଼ିଶାର ଏକ ପ୍ରମୁଖ ପର୍ବ ଭାବେ ଏହା ସୁପରିଚିତ । ଏହା ପ୍ରକୃତରେ ପରିବାରରେ ଜ୍ୟେଷ୍ଠ ସନ୍ତାନଙ୍କୁ ସମ୍ବର୍ଦ୍ଧନାର ପର୍ବ। ଏହା ଲୋକଭାଷାରେ 'ପୋରୁହାଁ
Read More...

ଆଜି ଆଲୋକର ପର୍ବ ଦୀପାବଳି : ଶ୍ରୀମନ୍ଦିର ଚାରିପଟେ ଜାରି ହେଲା ୧୪୪ ଧାରା, ସାଧାରଣ ଦର୍ଶନ ମନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଆଲୋକର ପର୍ବ ଦୀପାବଳି । ସଚରାଚରରୁ ଅଂଧାର ହଟାଇବାର ମହାନ୍‌ ଲକ୍ଷ୍ୟ ରହୁଥିବା ଭଳି ବିଶେଷ ଭୂମିକା ରହିଛି ଏହି ପର୍ବରେ ଆମ ସମାଜରେ । ହିନ୍ଦୁ ଧର୍ମ ଅନୁସାରେ ଏହି ପର୍ବ ପାଳନର ଅନେକ ଆଧାର ରହିଛି । ଅନ୍ୟପକ୍ଷରେ ଶ୍ରୀମନ୍ଦିର ଚାରିପଟେ ଜାରି
Read More...

ପିପିପି, ଏମସିଏଲର କାର୍ଯ୍ୟଧାରା ଓ ପ୍ରକଳ୍ପ ସମୀକ୍ଷା କଲେ କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

● କୋଇଲା ହବ୍ ରୂପରେ ପାରାଦୀପ ବନ୍ଦରର ବ୍ୟବହାର ଉପରେ ଶ୍ରୀ ଯୋଶୀଙ୍କ ଗୁରୁତ୍ବ● ଶ୍ରମିକ ଗୌରବ ଜଳ ଉଦ୍ୟାନର କଲେ ଶିଳାନ୍ୟାସ, କହିଲେ ପ୍ରମୁଖ ପର୍ୟ୍ୟଟନ ସ୍ଥଳୀ ଭାବେ ବିକଶିତ ହେବାର ସମ୍ଭାବନା ରହିଛି ଭୁବନେଶ୍ବର, (ପିଆଇବି) : କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଗୁରୁବାର ଦିନ ପାରାଦୀପ
Read More...

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ୬୩୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୩୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୨୦ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୧୬ ଜଣ ୦ ରୁ ୧୮ ବର୍ଷ ବୟସର ସଂକ୍ରମିତ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଜଣ
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୮୫୩ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୪୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୬୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା
Read More...

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ୧୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୩୦୦୬କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୦୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୧୯୧୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୯୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୯୬୮୫କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୧୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...