ଚଳିତ ମାସ ଖୋଲିବନି ସ୍କୁଲ
ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚଳିତ ମାସରେ ଖୋଲିବନି ସ୍କୁଲ । ରାଜ୍ୟ ସରକାର ପୂର୍ବରୁ ନଭେମ୍ବର ମାସରେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଇଥିଲେ ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମୟିକ ଭାବେ ଏହି ନିଷ୍ପତ୍ତିକୁ ସ୍ଥଗିତ ରଖିଥିବା ସୂଚନା ମିଳିଛି । ସ୍କୁଲ ଓ ଗଣଶିକ୍ଷା!-->…
Read More...
Read More...