ରାଜ୍ୟରେ କମୁଛି ଏକ୍ଟିଭ୍ ଆକ୍ରାନ୍ତ ସଂଖ୍ୟା : ଗତ ୨୪ ଘଂଟାରେ ଓଡ଼ିଶାରେ ୨୧୯୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଏକ୍ଟିଭ୍ ଆକ୍ରାନ୍ତ ସଂଖ୍ୟା କମିବାରେ ଲାଗିଥିବା ବେଳେ ଏବେ ୨୩୭୮୬ ଜଣ ଏକ୍ଟିଭ୍ କରୋନା ସଂକ୍ରମିତ ରହିଛନ୍ତି । ଗତ ୨୪ ଘଂଟାରେ ଓଡ଼ିଶାରେ ୨୧୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା!-->…
Read More...
Read More...