Browsing Tag

news of odisha

କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌ : ଗତ ୪ ବର୍ଷରେ ଓଡିଶାକୁ ପୋଷଣୀୟ କୃଷି ପାଇଁ କେନ୍ଦ୍ର ଦେଇଛି ୭.୭୫ କୋଟି –…

• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ• ଏହି ଆର୍ଥିକ ଅନୁଦାନ ଜଙ୍ଗଲ କୃଷି ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବ• ରାଜ୍ୟର ମହିଳା, କ୍ଷୁଦ୍ର, ମଧ୍ୟମ କୃଷକ ମାନଙ୍କୁ ସଶକ୍ତ କରିବ• ଓଡିଶାରେ ଜଙ୍ଗଲ କୃଷିର ଅପାର ସମ୍ଭାବନା
Read More...

ବିଧାନସଭା ଅଧିବେଶନ ଶେଷ : ଆଜି ଶେଷ ଦିନରେ ପାରିତ ହେଲା ୫ ବିଲ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଧାନସଭା ଅଧିବେଶନ ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ସମା‌ପ୍ତ ହୋଇଛି । ଅଧିବେଶନ ଶେଷ ବୋଲି ବାଚସ୍ପତି ଘୋଷଣା କରିଛନ୍ତି । ଆଜି ଶେଷ ଦିନରେ ୫ଟି ବିଲ୍ ପାରିତ ହୋଇଥିବା ବେଳେ ଏଥର ମୌସୁମୀ ଅଧିବେଶନରେ ମୋଟ ୭ଟି ବିଲ୍ ପାରିତ ହୋଇଥିବା ସୂଚନାରେ
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ୨୬୭୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୨୬୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୧୫୫୪ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି ୧୧୧୯
Read More...

କରୋନା ରୋଗୀଙ୍କୁ ଯୋଗାଇ ଦିଆଯିବ ‘ଫାଭିପିରାଭିର୍‌’ ଔଷଧ

ଭୁବନେଶ୍ୱର : କଟକ, ଭୁବନେଶ୍ୱର ଓ ପୁରୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ 'ଫାଭିପିରାଭିର୍‌' ଔଷଧ । ହୋମ୍‌ ଆଇସୋଲେସନ୍‌ରେ ରହିଥିବା କରୋନା ରୋଗୀଙ୍କୁ ଏହା ଦିଆଯିବାକୁ ଥିବା ବେଳେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଏହି ଔଷଧ ଗ୍ରହଣ କରିପାରିବେ । ଏ ସଂପର୍କରେ ସୂଚନା ପ୍ରଦାନ
Read More...

ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପ‌ଟ୍ଟନାୟକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ସେ ଟ୍ୱିଟର ମାଧ୍ୟମରେ କହିଛନ୍ତି ଯେ, ଓଡ଼ିଶାର ବୀର ସ୍ଵାଧୀନତା ସଂଗ୍ରାମୀ, ଦେଶର ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି।
Read More...

ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଫଳ ପ୍ରକାଶ ପାଇଲା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଆଇଆଇଟି ନୂଆନିଲ୍ଳୀ ଦ୍ୱାରା ଘୋଷଣା ହୋଇଛି ଜେଇଇ ଆଡଭାନ୍ସଡ୍‌ର ପରୀକ୍ଷାଫଳ । ଶିବାଶିଷ ରାଉତ କମନ୍‌ ରେଙ୍କ୍‌ ଲିଷ୍ଟ୍‌ (ସିରିଏଲ)ରେ ୭୩ ନମ୍ବରରେ ସାରା ଓଡିଶାରେ ଟପ୍‌ପର୍‌ ରହିଛନ୍ତି । ସାରା ଭାରତରେ ଦେଖିବାକୁ ଗଲେ ବମ୍ବେର ଚିରାଗ ଫାଲୋର୍‌ କମନ୍‌
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ୨୬୧୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୨୬୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୧୫୨୧ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି ୧୦୯୬
Read More...

ବିରାଟ ଶୋଭାଯାତ୍ରାରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର ପହଂଚିଲା ସ୍ୱର୍ଗଦ୍ୱାର

ଭୁବନେଶ୍ୱର : ପିପିଲିରୁ ଏକ ବିରାଟ ଶୋଭାଯାତ୍ରାରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର ପହଂଚିଛି ପୁରୀ ସ୍ୱର୍ଗଦ୍ୱାରରେ । ହସ୍‌ପିଟାଲ୍‌ରୁ ସ୍ୱର୍ଗତ୍‌ ମହାରଥୀଙ୍କ ମର ଶରୀରକୁ ସିଧା ବିଧାନସଭା ପରିସରକୁ ଅଣାଯିବା ପରେ ପିପିଲିର ତାଙ୍କ ବାସଗୃହକୁ ଅଣାଯାଇଥିଲା । ସେଠାରୁ ଏକ ବିରାଟ
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ୩୩୨୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୩୩୨୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୧୯୪୫ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି ୧୩୮୧
Read More...

ରାଜନେତାମାନେ ବିଧାନସଭା ପରିସରରେ ମହାରଥୀଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ବିଜେଡ଼ି ନେତା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଥିବା ବେଳେ ତାଙ୍କ ପାର୍ଥିବ ଶରୀର ବିଧାନସଭା ପରିସରରେ ପହଂଚିବା ପରେ ରାଜନେତାମାନେ ତାଙ୍କ ସ୍ମୃତିଚାରଣ କରିବା ପୂର୍ବକ ଶ୍ରଦ୍ଧାଂଜଳି ପ୍ରଦାନ
Read More...