Browsing Tag

news of odisha

ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପାଇଁ ରାଜ୍ୟ ସରକାରଙ୍କ ସତର୍କ ସୂଚନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ମହିଳାମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେଥିରେ କୁହାଯାଇଛି ଯେ, ଗର୍ଭବତୀ ଓ ପ୍ରସୂତି ମହିଳାମାନେ କୋଭିଡ୍ ସନ୍ଦିଗ୍ଧ ବା ଆକ୍ରାନ୍ତଙ୍କ ଠାରୁ ଦୂରେଇ ରୁହନ୍ତୁ। ଆଶା ଦିଦି, ସ୍ୱାସ୍ଥ୍ୟକର୍ମୀ/
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଡେଇଁଲା : ୪୧୯୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଡେଇଁ ଯାଇଥିବା ବେଳେ ଓଡ଼ିଶାରେ ୪୧୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୨୪୭୬ ଜଣ
Read More...

ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଗତ ୨୪ ଘଂଟାରେ ଓଡ଼ିଶାରେ ୩୯୧୩ ପଜିଟିଭ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶରେ ଯେମିତି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା, ସେପରି ରାଜ୍ୟରେ ମଧ୍ୟ ବଢ଼ି ବଢ଼ି ଚାଲିଛନ୍ତି ସଂକ୍ରମିତ । ଗତ ୨୪ ଘଂଟାରେ ଓଡ଼ିଶାରେ ୩୯୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସହାୟତା ଘୋଷଣା କରାଯାଇଛି । ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ନିମନ୍ତେ ରବିଚାଷ ପାଇଁ ହିତାଧିକାରୀଙ୍କୁ ୨୦ ହଜାର ବିହନ ପ୍ୟାକେଟ୍ ପ୍ରଦାନ
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ପୁଣି ୩୭୭୭ ପଜିଟିଭ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୩୭୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୨୧୯୧ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶୀକାର ହୋଇଛନ୍ତି ୧୫୮୬
Read More...

ମନ୍ତ୍ରୀ ଟୁକୁନି ସାହୁ କରୋନା ଆକ୍ରାନ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କାହାକୁ ମାନୁନି । କୌଣସି ପ୍ରତିବନ୍ଧକକୁ ବି ଖାତିର କରୁନି ସଂକ୍ରମଣ । ଆହୁରି ଆହୁରି ବଢ଼ି ଚାଲିଛି ରାଜ୍ୟରେ । ମନ୍ତ୍ରୀ, ବିଧାୟକ, ସାଂସଦ କେହି ଏଥିରୁ ବାଦ୍‌ ପଡ଼ୁନାହାନ୍ତି । ଆଜି ମହିଳା ଓ
Read More...

ବୋବାଲ୍‌ କରୁଛି ଆକ୍ରାନ୍ତଙ୍କ ସଂଖ୍ୟା : ଗତ ୨୪ ଘଂଟାରେ ଓଡ଼ିଶାରେ ପୁଣି ୩୯୯୬ ପଜିଟିଭ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏବେ ବୋବାଲ୍‌ କରୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ଓଡ଼ିଶାରେ ୩୯୯୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୨୩୫୯ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା
Read More...

ପୂଜା ପାଇଁ ରାଜ୍ୟ ସରକାରଙ୍କ ଆଦେଶନାମା ଜାରି : ନିୟମ ନ ମାନିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୁର୍ଗାପୂଜା ପାଖେଇ ଆସୁଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଦେଶନାମା ଜାରି କରାଯାଇଛି । ଆଦେଶନାମାରେ ସ୍ପଷ୍ଟ କରାଯାଇଛି ଯେ, ଏହି ଆଦେଶନାମାକୁ ଚଳିତ ବର୍ଷ ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବର ମାସ ମଧ୍ୟରେ ହେବାକୁ ଥିବା ଦୁର୍ଗାପୂଜା,
Read More...

ଶିଖରମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା : ଗତ ୨୪ ଘଂଟାରେ ଓଡ଼ିଶାରେ ୩୯୯୧ ପଜିଟିଭ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏବେ ଶିଖରମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ଓଡ଼ିଶାରେ ୩୯୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୨୩୧୫ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଛନ୍ତି । ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପଜିଟିଭ ସଂଖ୍ୟା ଅଧିକ ଥିବାରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ସହ ସଚେତନତା କାର୍ୟ୍ୟକ୍ରମ ଓ କୋଭିଡ
Read More...