Browsing Tag

news of odisha

ଆସନ୍ତା କାଲି ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ତେବେ ଶନିବାର ଅପରାହ୍ନ ୪ଟାରେ ପରୀକ୍ଷ ଫଳ ପ୍ରକାଶ ପାଇବା ସଂପର୍କରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏହା ପୂର୍ବରୁ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇ
Read More...

ବିଭିନ୍ନ ମରାମତି କାମ ତଦାରଖ କରୁଛନ୍ତି ଅଧିକାରୀମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଲଘୁଚାପ ଜନିତ ବନ୍ୟାରେ ବିଭିନ୍ନ ନଦୀ ଓ ଶାଖା ନଦୀ ବନ୍ଧରେ ସୃଷ୍ଟି ହୋଇଥିବା ଛୋଟ ବଡ଼ ଘାଇ ଏବଂ ଘଳିଆଗୁଡ଼ିକୁ ବନ୍ଦ କରାଯିବା କାର୍ଯ୍ୟ ଜଳ ସଂପଦ ବିଭାଗ ଦ୍ୱାରା ଜାରି ରହିଛି । ବିଭାର ବରିଷ୍ଠ ଅଧିକାରୀଙ୍କ ସମେତ କ୍ଷେତ୍ରସ୍ତରରେ କାର୍ଯ୍ୟରତ
Read More...

ଓଡ଼ିଶାରେ ପୁଣି ବଢ଼ୁଛି ସଂକ୍ରମଣ : ଗତ ୨୪ ଘଂଟାରେ ୩୬୩୧ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ ପୁଣି ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୩୬୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ । ସେମାନଙ୍କ ମଧ୍ୟରୁ ୨୨୧୪ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୧୪୧୭ ଜଣ ଆଂଚଳିକ ସଂକ୍ରମଣର
Read More...

ଟିକସରେ ସ୍ୱଚ୍ଛତା ଓ ସଚ୍ଚୋଟଙ୍କୁ ସମ୍ମାନ ଶୀର୍ଷକ ୱେବିନାର

• କରଦାତାଙ୍କ ସଂଖ୍ୟ ବୃଦ୍ଧି କରିବା ସହ ଆୟକର ପ୍ରଶାସନକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବ ନୂତନ ବ୍ୟବସ୍ଥା - ପ୍ରତାପ ଷଡଙ୍ଗୀଭୁବନେଶ୍ୱର, (ପିଆଇବି) : ଲୋକ ଚରିତ୍ର ମହାନ ହେଲେ ପ୍ରଶାସନିକ କଟକଣା ବା ଆଇନର ଛାଟ ଅନାବଶ୍ୟକ । ଟିକସ ପଇଠ ପାଇଁ ସମର୍ଥ ବ୍ୟକ୍ତି ସ୍ୱେଚ୍ଛାକୃତ ଭାବେ ଆଗେଇ ଆସିବା
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ପୁଣି ୩୨୧୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୩୨୧୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଏମାନଙ୍କ ମଧ୍ୟରୁ ଜିଲ୍ଲା ଅନୁସାରେ ଅନୁଗୁଳରୁ ୬୬, ବାଲେଶ୍ୱରରୁ ୧୯୪, ବରଗଡ଼ରୁ ୧୮୫, ଭଦ୍ରକରୁ ୮୭, ବଲାଙ୍ଗିରରୁ
Read More...

ଗରିବ କଲ୍ୟାଣ ରୋଜଗାର ଅଭିଯାନ ମାଧ୍ୟମରେ ଗ୍ରାମବାସୀ କ୍ରମଶଃ ସଶକ୍ତ ହେଉଛନ୍ତି : ଓଡ଼ିଶାର ସଫଳ କାହାଣୀ

ଭୁବନେଶ୍ୱର, (ପିଆଇବି) : କୋଭିଡ୍‌ ମହାମାରୀ ଯୋଗୁଁ ନିଜ ନିଜର ଭିଟାମାଟିକୁ ଫେରିଆସିଥିବା ଶ୍ରମିକ ଏବଂ ସ୍ଥାନୀୟ ଅଭାବୀ ଲୋକଙ୍କୁ କାମଧନ୍ଦା ଯୋଗାଇ ଦେବା ପାଇଁ ଗରିବ କଲ୍ୟାଣ ରୋଜଗାର ଅଭିଯାନ ଓଡିଶା ସମେତ ୬ଟି ରାଜ୍ୟରେ କାର୍ୟ୍ୟକାରୀ ହେଉଛି । ଅନ୍ୟ ରାଜ୍ୟଗୁଡିକ ହେଲେ ବିହାର, ଝାଡଖଣ୍ଡ,
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ୩୦୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୩୦୨୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଏମାନଙ୍କ ମଧ୍ୟରୁ ଜିଲ୍ଲା ଅନୁସାରେ ଅନୁଗୁଳରୁ ୫୮, ବାଲେଶ୍ୱରରୁ ୪୦, ବରଗଡ଼ରୁ ୬୧, ଭଦ୍ରକରୁ ୯୪, ବଲାଙ୍ଗିରରୁ ୨୪,
Read More...

ସେପ୍ଟେମ୍ବର ମାସ ପାଇଁ ଗାଇଡ଼୍‌ ଲାଇନ୍‌ ଜାରି କଲେ ରାଜ୍ୟ ସରକାର : ହଟିଲା ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସେପ୍ଟେମ୍ବର ମାସ ପାଇଁ ଗାଇଡ଼୍‌ ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର । ଏଥର ରାତ୍ରୀକାଳୀନ କର୍ଫ୍ୟୁ ସଂପୂର୍ଣ୍ଣ ହଟିଥିବା ବେଳେ ସପ୍ତାହନ୍ତ ସଟ୍‌ଡାଉନ୍‌ ରାଜ୍ୟରେ ଆଉ ହେବନି ବୋଲି କହିଛନ୍ତି । ସ୍କୁଲ କଲେଜ ଆସନ୍ତା ପୂଜାଛୁଟି ଯାଏଁ ବନ୍ଦ ରହିଲେ
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୬୦୨ ଜଣ ଆକ୍ରାନ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୨୬୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬୧ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୧୦୪୧ ଜଣ ଆଂଚଳିକ ସଂକ୍ରମଣର ଶିକାର ହୋଇଛନ୍ତି । ରାଜ୍ୟରେ ଏମାନଙ୍କ
Read More...

ୟୁଜି ଓ ପିଜି ଶେଷ ସେମିଷ୍ଟାର ପରୀକ୍ଷାର ନିଷ୍ପତ୍ତି ହେବ ଆଜି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁପ୍ରିମକୋର୍ଟଙ୍କ ପକ୍ଷରୁ ୟୁଜି ଓ ପିଜି ଶେଷ ସେମିଷ୍ଟାର ପରୀକ୍ଷା କରିବାକୁ ନିର୍ଦ୍ଦେଶ ଆସିବା ପରେ ଆଜି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା କିପରି
Read More...