ଦିନକରେ ରାଜ୍ୟରେ ୯ ହଜାର ପାଖାପାଖି ନୂଆ ଆକ୍ରାନ୍ତ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୧,୮୩୫, ଶୀର୍ଷରେ ଖୋର୍ଦ୍ଧା,…
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୯୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୮୩୮ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮୧ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୩୮୩୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ!-->…
Read More...
Read More...