Browsing Tag

news of odisha

ଆଜି ମହାମହିମ ରାଜ୍ୟପାଳ ଗଣେଶୀ ଲାଲଙ୍କ ଜନ୍ମଦିନ : ୭୯ ବର୍ଷରେ ପାଦ ଦେଲେ

ଭୁବନେ‌ଶ୍ୱର, (ସୁଶା‌ନ୍ତ ସାହୁ) : ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଆଜି ଜନ୍ମଦିନ । ଏବେ ସେ ୭୯ ବର୍ଷରେ ପାଦ ଦେଲେ । ପ୍ରଫେସର ଗଣେଶୀ ଲାଲ୍ ଭାରତୀୟ ରାଜନୀତିରେ ଜଣେ ବେଶ ପରିଚିତ ରାଜନେତା ହୋଇଥିବା ବେଳେ ଅନେକ ଖ୍ୟାତି ଅର୍ଜନ କରି ପାରିଛ‌ନ୍ତି ସେ । ଓଡିଶାର
Read More...

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ପ୍ରବଳ ଜନସମାଗମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରର ୟୁନିଟ୍‌-୩ ସ୍ଥିତ ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ହସ୍ତଶିଳ୍ପ ପ୍ରଦର୍ଶନୀରେ ଗତକାଲି ଚତୁର୍ଥ ଦିବସରେ ହସ୍ତଶିଳ୍ପ କ୍ରୟ ପାଇଁ ଲୋକମାନଙ୍କର ଆଗ୍ରହ ବଢ଼ିଥିବା ପରିଲକ୍ଷିତ ହେଉଛି । ଏହି ପ୍ରଦର୍ଶନୀରେ ବିଶେଷ ଭାବରେ ଆୟୋଜିତ
Read More...

ରାଜ୍ୟରେ ଭାରତ ବନ୍ଦର ପ୍ରଭାବ : ଅଧିକାଂଶ ବ୍ୟବସାୟିକ ପ୍ରତିଷ୍ଠାନ ଓ ଦୋକାନ ବଜାର ବନ୍ଦ

ଭୁବନେ‌ଶ୍ୱର, (ସୁଶା‌ନ୍ତ ସାହୁ) : ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଆଜି 'ଭାରତ ବନ୍ଦ' ଡାକରା ଦିଆଯାଇଥିବା ବେଳେ ରାଜ୍ୟରେ ଅଧିକାଂଶ ବ୍ୟବସାୟିକ ପ୍ରତିଷ୍ଠାନ ଓ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । କଟକ, ଭୁବନେ‌ଶ୍ୱର, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର ଓ ରାଉରକେଲା
Read More...

ଆଜି ରାଜ୍ୟରେ ୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୨୩ ରହିଛି । ଆଜି ୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ
Read More...

୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦରେ ବିଧାନସଭାରେ ରାଜ୍ୟ ବଜେଟ୍ ୨୦୨୧-୨୨ ଆଗତ

ଭୁବନେଶ୍ୱର : ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦରେ ବିଧାନସଭାରେ ରାଜ୍ୟ ବଜେଟ୍ ୨୦୨୧-୨୨ ଆଗତ ହୋଇଛି । ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧାନସଭାରେ ବଜେଟ ଉପସ୍ଥାପନ
Read More...

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୪୪ : ଆଜି ୮୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୪୪ ରହିଛି । ଆଜି ୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୭ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ
Read More...

ତୈଳ ଦର ବୃଦ୍ଧି ପରେ ମହଙ୍ଗା ହେଲା ଏଲପିଜି ଗ୍ୟାସ : ବଢ଼ିଲା ଚିନ୍ତା

ଭୁବନେ‌ଶ୍ୱର : ପେଟ୍ରୋଲ ଓ ଡିଜେଲ୍‌ ଦର ହୁ ହୁ ହୋଇ ବଢ଼ିଚାଲିଥିବା ବେଳେ ସରକାରୀ ତେଲ କମ୍ପାନୀ ପୁଣି ଏଲ୍‌ପିଜି ଦର ବୃଦ୍ଧି କରିଛନ୍ତି । ୧୪.୨ କିଲୋ ବିଶିଷ୍ଟ ଏଲ୍‌ପିଜି ଦର ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ସୂଚନା ଅନୁସାରେ ଆଜିଠାରୁ ଏହି ବର୍ଦ୍ଧିତ
Read More...

ଆସନ୍ତାକାଲି ୬ ଘଣ୍ଟିଆ ଓଡ଼ିଶା ବନ୍ଦ : କଂଗ୍ରେସର ଡାକରା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆସନ୍ତାକାଲି ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ସକାଳ ୭ଟାରୁ ଦିନ ଗୋଟାଏ ଯାଏ ଅର୍ଥାତ ୬ ଘଣ୍ଟା ଯାଏ ବନ୍ଦ ଡାକରା ଦେଇଛି କଂଗ୍ରେସ ଦଳ । ଏହି ବନ୍ଦକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ଅନୁରୋଧ କରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।
Read More...

୨୦୨୧-୨୨ କେନ୍ଦ୍ର ରେଳ ବଜେଟରେ ଓଡିଶାକୁ ୬୯୯୫.୫୮ କୋଟିର ଅନୁଦାନ : ରାଜ୍ୟରେ ରେଳ ଭିତିଭୂମି ସୁଦୃଢ କରିବା ସହ ଯାତ୍ରୀ…

 ପୂର୍ବବର୍ଷ ଅପେକ୍ଷା ଅଧିକ ଅନୁଦାନ ପାଇଁ ପ୍ରଧାନମନ୍ତ୍ରୀ ଏବଂ ରେଳମବୀଙ୍କୁ ଧନ୍ୟବାଦ ଓଡିଶା ତଥା ପୂର୍ବ ଭାରତର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରାଥମିକତା ରାଜ୍ୟରେ ରେଳ ପ୍ରକଳ୍ପକୁ ଶୀଘ୍ର ସାରିବା ପାଇଁ ବଜେଟ୍‌ରେ ଗୁରୁତ୍ୱ କଂଗ୍ରେସ ସରକାର ତୁଳନାରେ ମୋଦି ସରକାରରେ
Read More...

ଓଡ଼ିଶାରୁ ୨ ବରିଷ୍ଠ ପୁଲିସ୍‍ ଅଧିକାରୀ ରାଷ୍ଟ୍ରପତି ପୁଲିସ୍‍ ପଦକ ପାଇବେ

ନୂଆଦି‌ଲ୍ଲୀ : ଏ ବର୍ଷ ଓଡ଼ିଶାରୁ ୨ ଜଣ ବରିଷ୍ଠ ପୁଲିସ୍‍ ଅଧିକାରୀ ରାଷ୍ଟ୍ରପତି ପୁଲିସ୍‍ ପଦକ ପାଇବା ପାଇଁ ମନୋନୀତ ହୋଇଛନ୍ତି । ଗୁଇନ୍ଦା ନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମା ଏବଂ ବି.ପି.ଏସ୍‍.ପି.ଏ. ଡେପୁଟୀ ସୁବେଦାର ବୁଦ୍ଧ ବାହାଦୁର ଥାପ୍ପା ଏହି ପଦକ ପାଇଁ ମନୋନୀତ ହୋଇଛନ୍ତି । ସେହିଭଳି
Read More...