Browsing Tag

news of odisha

ରାଜ୍ୟରେ ଆଜି ୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୧୯୮ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୩ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ
Read More...

ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଆସ‌ନ୍ତା ୧୧ରୁ ଖୋଲିବ

ଭୁବନେ‌ଶ୍ୱର : ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ ଆସନ୍ତା ୧୧ତାରିଖରୁ ବୋଲି ସୂଚନା ମିଳିଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଶେଷ ସେମିଷ୍ଟର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ମହାବିଦ୍ୟାଳୟ ଓ
Read More...

ଆଜିି ଓଡ଼ିଶାରୁ ୧୯୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଆଜି ୧୯୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୯ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୮୩ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ
Read More...

ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠ ପଢ଼ା ଜାନୁଆରୀ ୮ରୁ ଆରମ୍ଭ ହେବ : ୧୦୦ ଦିନ ହେବ ପାଠପଢ଼ା

ଭୁବନେଶ୍ୱର, (କେପିଏନ୍‌ଏସ୍‌) ; କୋଭିଡ଼୍‌ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବା ବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପଢ଼ିବାକୁ ଯିବେ । ମାଧ୍ୟମିକ ଶିକ୍ଷା ବୋର୍ଡ ଓ
Read More...

୮୪ଟି ୧୦୮ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଜରୁରୀ ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ କରାଯିବା ପାଇଁ ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୮୪ଟି ନୂଆ ତଥା ଅତିରିକ୍ତ ୧୦୮ ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି । ଏଜି ଛକସ୍ଥିତ ପରିବହନ ଭବନ ପରିସରରୁ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଉଦଘାଟନ
Read More...

ରାଜ୍ୟରେ ଆଜି ୨୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୨୪୫ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୦୬ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ
Read More...

ଦାୟି‌ତ୍ୱ ଗ୍ରହଣ କଲେ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି । ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି । ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨
Read More...

ଆଜି ରାତି ୧୦ଟାରୁ ଭୋର୍‌ ୫ଟା ଯାଏଁ କର୍ଫ୍ୟୁ

ଭୁବନେ‌ଶ୍ୱର : କୋଭିଡ୍ ସଂକ୍ରମଣ ରୋକିବା ପରିପ୍ରେକ୍ଷୀରେ ଆଜି ଡିସେମ୍ବର ୩୧ ରାତି ୧୦ଟାରୁ ଜାନୁଆରୀ ୧, ୨୦୨୧ ସକାଳ ୫ଟା ପର୍ୟ୍ୟନ୍ତ ସମଗ୍ର ରାଜ୍ୟରେ କର୍ଫ୍ୟୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ଏହି ସମୟରେ ଅତ୍ୟାବଶ୍ୟକ ସେବା ଏବଂ ଏଥି ସମ୍ପର୍କିତ ଚଳାଚଳ ପାଇଁ କୌଣସି କଟକଣା ରହିବ
Read More...

ଆଜି ୨୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୨୩୪ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୯୮ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ
Read More...

ଓଡ଼ିଶାରେ ଆଜି କରୋନାରେ ୪ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ ଆଜି କରୋନରେ ୪ ଜଣଙ୍କ ପ୍ରାଣହାନୀ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ମୟୁରଭଂଜ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ପ୍ରାଣ ହରାଇଥିବା
Read More...