Browsing Tag

news off india

ଅଜଣା ଗାଡି ଧକ୍କାରେ ୮ ମୃତ : ଜଣେ ଗୁରୁତର

ଇନ୍ଦୋର : ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଚାଲିଗଲା ୮ ଜଣଙ୍କ ଜୀବନ । ଅହମ୍ମଦାବାଦ୍ ଏନ୍‌ଏଚ୍ ଘାଟବିଲୋଡ୍ ନିକଟରେ ଘଟିଛି ଦୁର୍ଘଟଣା । କାର୍‌ରେ ଥିବା ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି । ଘଟଣା ସ୍ଥଳରେ
Read More...

ବାରାଣସୀରୁ ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାରାଣସୀ : ପ୍ରାର୍ଥୀ ପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ମୋଦି । ଉତ୍ତର ପ୍ରଦେଶର ବାରାଣସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦିଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ
Read More...

ସୁଶୀଲ ମୋଦିଙ୍କ ପରଲୋକ

ନୂଆଦିଲୀ : ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ସୁଶୀଲ ମୋଦିଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ହେଲା କର୍କଟ ରୋଗରେ ଆକ୍ରାନ୍ତ ଥିଲେ ସୁଶୀଲ ମୋଦି । ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି
Read More...

ପରିବାରର ୫ ଜଣଙ୍କୁ ହତ୍ୟା କରି ନିଜ ଜୀବନ ହାରିଲେ ଯୁବକ

ମଥୁରା : ଉତ୍ତରପ୍ରଦେଶର ସୀତାପୁରରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ମଥୁରା ଥାନା ଅନ୍ତର୍ଗତ ପହ୍ଲାପୁର ଗାଁରେ ଜଣେ ବ୍ୟକ୍ତି ନିଜ ପରିବାରର ୫ ଜଣଙ୍କୁ ହତ୍ୟା କରିବା ପ‌ରେ ନିଜ ଜୀବନ ହାରିଛନ୍ତି । ବ୍ୟକ୍ତି ଜଣକ ହେଲେ ଅନୁରାମ ସିଂହ । ଯୁବକ ଜଣକ ୩ ପିଲାଙ୍କୁ ଛାତରୁ ଠେଲି ହତ୍ୟା କରିବା
Read More...

ତାମିଲନାଡୁ ବାଣ କାରଖାନାରେ ବିସ୍ଫୋରଣ

ଶିବକାଶୀ : ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏହାଛଡ଼ା ଆଉ ୧୨ ଜଣ ଗୁରୁତର ଭାବେ ପୋଡ଼ିଯାଇଥିବା ଜଣାଯାଇଛି ।
Read More...

ପ୍ରଭୁ ଶ୍ରୀରାମଙ୍କ ମସ୍ତକରେ ଶୋଭା ପାଇବେ ସୂର୍ଯ୍ୟଦେବ

ଅଯୋଧ୍ୟା : ଆଜି ପବିତ୍ର ରାମ ନବମୀ । ଚଳଚଞ୍ଚଳ ଅଯୋଧ୍ୟା । ବାଲକରାମଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଲାଗି ପାଳନ ହେବ ରାମ ନବମୀ । ରାମ ଲାଲାଙ୍କ ଦର୍ଶନ ଲାଗି ଜମୁଛି ପ୍ରବଳ ଭିଡ । ସୁନ୍ଦର ଆଲୋକମାଳରେ ସଜେଇ ହୋଇଛି ରାମ ମନ୍ଦିର । ନବବଧୂ ଭଳି ସଜେଇ ହୋଇଛି ଭବ୍ୟ ରାମମନ୍ଦିର । ୫ଶହ
Read More...

କୋଲକାତାରେ ଭୟଙ୍କର ଅଗ୍ନିକାଣ୍ଡ

କୋଲକାତା : କୋଲକାତାର ଦମଦମ ବସ୍ତି ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି । ଏଥିରେ କେହି ମୃତାହତ ହୋଇନଥିବା କୁହାଯାଉଥିବା ବେଳେ କିଛି ଲୋକ ଆହତ ହୋଇଥିବା ଜଣାପଡ଼ିଛି । ୧୨ରୁ ଅଧିକ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରୁଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
Read More...

ଦୁର୍ଘଟଣାରେ ଚାଲିଗଲା ୩ ଭାଇଭଉଣୀଙ୍କ ଜୀବନ

ନୂଆଦିଲ୍ଲୀ : ଗ୍ରେଟର ନୋଏଡାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଦ୍ରୁତଗତିରେ ଆସୁଥିବା ଏକ କାର ଏକ ବାଇକକୁ ଧକ୍କା ଦେବା ପରେ ଗୋଟିଏ ପରିବାରର ତିନି ଜଣଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ବାଇକ୍‌ରେ ଥିବା ଅନ୍ୟ ଜଣେ ମହିଳା ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଗ୍ରେଟର ନୋଏଡାର ବ୍ୟସ୍ତବହୁଳ
Read More...
error: Content is protected !!