Browsing Tag

news off india

ଦିଲ୍ଲୀରେ ପ୍ରଚଣ୍ଡ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ : ଦେଶରେ ପ୍ରବଳ ଗରମ ପ୍ରଭାବରେ ଲୋକେ ହସ୍ତସନ୍ତ ହେଉଛନ୍ତି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ, ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହିତ ବଜ୍ରପାତ ଏବଂ ଧୂଳି ଝଡ଼ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୪ ମୃତ , ୨୪ ଆହତ

ଗାଜିଆବାଦ : ରାତି ୨ଟା ସମୟରେ ମୁରାଦନଗର ପୂର୍ବାଞ୍ଚଳ ପେରିଫେରାଲ୍ ଏକ୍ସପ୍ରେସୱେରେ ଥିବା ରେୱାରି ରେଭଡା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପଛରୁ ଆସୁଥିବା ଏକ ଟ୍ରକ୍ ପାର୍କିଂ କ୍ୟାଣ୍ଟରକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ
Read More...

ଉପେନ୍ଦ୍ର ଦ୍ୱିବେଦୀ ନୂଆ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ : ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ । ସ୍ଥଳସେନାର ଉପମୁଖ୍ୟ ଥିବା ଉପେନ୍ଦ୍ର ଦ୍ୱିବେଦୀଙ୍କୁ ସରକାର ଏହି ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି । ଏବେ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଜେନେରାଲ ମନୋଜ ପାଣ୍ଡେଙ୍କ
Read More...

କୃଷକ କଲ୍ୟାଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇଲା ନୂଆ ସରକାରଙ୍କ ପ୍ରଥମ ନିଷ୍ପତ୍ତି

ପିଏମ୍‌ କିଷାନ ସମ୍ମାନ ନିଧି ଅର୍ଥରାଶି ଜାରି କରିବା ସଂକ୍ରାନ୍ତ ପ୍ରଥମ ଫାଇଲ୍‌ରେ ଦସ୍ତଖତ କଲେ ପ୍ରଧାନମନ୍ତ୍ରୀକୃଷକ କଲ୍ୟାଣ ପାଇଁ ଆମ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ । ତେଣୁ ଦାୟିତ୍ୱ ନେବା ପରେ ସ୍ୱାକ୍ଷରିତ ପ୍ରଥମ ଫାଇଲ୍‌ କୃଷକ କଲ୍ୟାଣ ସହ ଜଡିତ : ପ୍ରଧାନମନ୍ତ୍ରୀଆଗାମୀ
Read More...

ବସ୍‌ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ

ଜମ୍ମୁ କାଶ୍ମୀର : ଜମ୍ମୁରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଉପରେ ଆତଙ୍କୀ ହମ୍‌ଲା ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ୩୩ ଜଣ ଆହତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଘଟଣା ପରେ ତତ୍ପର ହୋଇଛି ସେନା । ରିଆସୀ ଜିଲ୍ଲାର ତେରଥାୟ ଗାଁରେ ପହଞ୍ଚି ପୋଲିସ ସେନା
Read More...

ଭୂକମ୍ପରେ ଥରିଲା ରାଜସ୍ଥାନ

ସିକର : ଗତ ଶନିବାର ମଧ୍ୟରାତ୍ରିରେ ରାଜସ୍ଥାନର ସିକର ଜିଲ୍ଲାରେ ଅନେକ ସ୍ଥାନରେ ପ୍ରାୟ ୧୦ ସେକେଣ୍ଡ ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଶନିବାର ରାତି ୧୧ଟା ୪୫ ମିନିଟରେ ହଠାତ୍ ଭୂକମ୍ପ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୯
Read More...

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ରାଷ୍ଟ୍ରପତି ଭବନରେ
Read More...

ରାହୁଲ ଗାନ୍ଧୀ ହେବେ ଲୋକସଭାରେ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ : ଲୋକସଭାରେ ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପାଇଁ କଂଗ୍ରେସ ପକ୍ଷରୁ ପ୍ରସ୍ତାବ ପାରିତ ହୋଇଛି । କଂଗ୍ରେସ କାର୍ଯ୍ୟକାରିଣୀରେ ସର୍ବସମ୍ମତି କ୍ରମେ ଏହି ପ୍ରସ୍ତାବ ପାରିତ ହୋଇଥିବା ସୂଚନାରେ କୁହାଯାଇଛି । ଏନେଇ କେସି ବେଣୁଗୋପାଳ ଓ ଅଜୟ ରାୟ ସୂଚନା ଦେଇଛନ୍ତି । ଚଳିତ ଥର
Read More...

ଆସନ୍ତାକାଲି ଶପଥ ନେବେ ମୋଦୀ

ନୂଆଦିଲ୍ଲୀ : ଆସନ୍ତାକାଲି ଶପଥ ନେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ଦିଲ୍ଲୀ ରବିବାର ଦିନ ହାଇ ଆଲର୍ଟରେ ରହିବ । ପାରାମିଲିଟାରୀ କର୍ମଚାରୀ, ଏନଏସଜି କମାଣ୍ଡୋ, ଡ୍ରୋନ୍ ଏବଂ ସ୍ନାଇପରଙ୍କର ପରି ବହୁ ଉଚ୍ଚ ସ୍ତରୀୟ ସୁରକ୍ଷା ଏହି କାର୍ଯ୍ୟକ୍ରମ ପାଇଁ
Read More...

ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର : ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି । ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା
Read More...