ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ବେଙ୍ଗଲ ଟାଇଗର ବିଜୟୀ
ନୀଳଗିରି : ବାଲେଶ୍ଵର ଜିଲ୍ଲା ନୀଳଗିରିର ପୋଡାଶୁଳରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ପୋଡାଶୁଳ ଫୁଟବଲ ଏସୋସିଏସନ ପକ୍ଷରୁ ଆୟୋଜିତ ୧୧ତମ ଦୁଇ ଦିନିଆ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ୧୬ଟି ଟିମ୍ ଅଂଶଗ୍ରହଣ କରିଥିଲେ । ଟୁର୍ଣ୍ଣାମେଣ୍ଟର!-->…
Read More...
Read More...