ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଶେଫାଲି ଶରଣ
ନୂଆଦିଲ୍ଲୀ, (ପିଆଇବି) : ମନୀଷ ଦେଶାଇଙ୍କ ଅବସର ପରେ ଶ୍ରୀମତୀ ଶେଫାଲି ବି ଶରଣ ଆଜି ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀମତୀ ଶରଣ ହେଉଛନ୍ତି ୧୯୯୦ ବ୍ୟାଚର ଭାରତୀୟ ସୂଚନା ସେବା ଅଧିକାରୀ । ତିନି ଦଶନ୍ଧିରୁ ଅଧିକ ସମୟର!-->…
Read More...
Read More...