Browsing Tag

nuapada news

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ପ୍ରଶାସନିକ ବେଡମିଣ୍ଟନ ପ୍ରତିଯୋଗିତା

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ଇନଡୋର ଷ୍ଟାଡିୟମ ନୂଆପଡ଼ା ଠାରେ ଆନ୍ତର୍ଜାତିକ ସମବାୟ ବର୍ଷ ଅବସରରେ ସମବାୟ ବିଭାଗ, ଓଡ଼ିଶା ସରକାର, ନୂଆପଡ଼ା ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା କ୍ରୀଡ଼ା ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ପ୍ରଶାସନିକ ବେଡମିଣ୍ଟନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି ।
Read More...

ଛତିଶଗଡ଼ରେ ମାଓ ବିରୋଧୀ ଅପରେସନ ଜୋରଦାର୍

ନୂଆପଡ଼ା : ଛତିଶଗଡ଼ରେ ନକ୍ସଲ ବିରୋଧି ଅପରେସନ ଜୋରଦାର ହୋଇଛି । ଏଣୁ ପ୍ରାଣ ବିକଳରେ କ୍ୟାଡ଼ର ମାଓବାଦୀମାନେ ଓଡ଼ିଶା ମୁହାଁ ହେଉଛନ୍ତି । ନୂଆପଡ଼ା ଜିଲ୍ଲା ସୀମାନ୍ତ ଅଞ୍ଚଳରେ ଟପ୍‌ କ୍ୟାଡ଼ର ମାଓବାଦୀ ବାଳକୃଷ୍ଣ ଓ ପ୍ରମୋଦ ବୁଲୁଥିବା ପୁଲିସ ଗୁଇନ୍ଦାକୁ ସୂଚନା ମିଳିଛି । ଜାନୁୟାରୀ ୩ରେ
Read More...

ଆନ୍ତରାଜ୍ୟ ଗଞ୍ଜେଇ ମାଫିଆଙ୍କୁ କାବୁ କଲା ନୂଆପଡା ପୋଲିସ୍ : ୨୮ ପ୍ୟାକେଟ ଗଞ୍ଜେଇ ଜବତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ଜୋଙ୍କ ପୋଲିସକୁ ମିଳିଛି ବଡ଼ ସଫଳତା । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆନ୍ତଃ ରାଜ୍ୟ ଗଞ୍ଜେଇ ମାଫିଆଙ୍କୁ କାବୁ କରି ତାଙ୍କଠାରୁ ଗଞ୍ଜେଇ, ବ୍ୟବହୃତ କାର, ମୋବାଇଲ, ଟଙ୍କା ଜବତ୍ ସହ ସାତ ପୁରୁଷ ଓ ପାଞ୍ଚ ଜଣ ମହିଳାଙ୍କୁ ଗିରଫ କରିବାରେ ସଫଳ
Read More...

ନୂଆପଡ଼ା ଜିଲ୍ଲା ଛତିଶଗଡ ରାଜ୍ୟ ସୀମାବର୍ତ୍ତି ଜଙ୍ଗଲରେ ମାଓ କେଂପ୍ ଠାବ : ବିପୁଳ ମାଓ ସାମଗ୍ରୀ ଜବତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲା ଛତିଶଗଡ ରାଜ୍ୟ ସୀମାବର୍ତ୍ତି ଜଙ୍ଗଲରେ ମାଓ କେଂପ୍ ଠାବ ବିପୁଳ ମାଓ ସାମଗ୍ରୀ ଜବତ । ବଡ଼ ଧରଣର ମାଓ ହିଂସା ଘଟାଇବା ପାଇଁ ହୋଇଥିଲା ଯୋଜନା ସୂଚନା ଦେଲେ ନୂଆ ପଡ଼ା ଏସ ପି ଗୁଣ୍ଡଳା ରେଡ୍ଡୀ ରାଘବେନ୍ଦ୍ର । ଛତିଶଗଡ ରାଜ୍ୟ ଓ ଓଡ଼ିଶା
Read More...

ନୂଆପଡ଼ା ଜିଲ୍ଲା ମାଗୁରପାଣି ଗାଁରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଏବଂ ପକ୍ଷୀ ପାଇଁ ଦିନଟିଏ…

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ ବୋଇରଭାଡି ପଞ୍ଚାୟତ ମାଗୁର ପାଣି ଗାଆଁରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ପ୍ରବାସୀ ଶ୍ରମିକ ନିରାକରଣ ସଚେତନତା ସଭା ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବନଖଣ୍ଡ ଅଧିକାରୀ ଖରିଆର
Read More...

ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡ଼ା ସଦ୍ଭାବନା ସଭା ଗୃହଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡି ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ମୋଟ ୫୬ଟି ଅଭିଯୋଗର ଶୁଣାଣି ପ୍ରଶାସନ
Read More...

ମାଗୁରପାଣି ଗାଁରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ ବୋଇରଭାଡି ପଞ୍ଚାୟତରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୂଖ୍ୟ ଉନ୍ନୟନ
Read More...

ଦେଖିବାକୁ ଯାଇଥିଲେ କୁକୁଡା ଫାର୍ମ : କାନ୍ଥ ତଳେ ଚାପି ହୋଇ ଶାଶୂ-ବୋହୂ ମୃତ

ନୂଆପଡା : କୁକୁଡା ଫାର୍ମ ଦେଖିବାକୁ ଯାଇଥିଲେ ଶାଶୁ ବୋହୂ । ସାଙ୍ଗରେ ଥିଲା ୮ ବର୍ଷର କୁନି ଝିଅ । କେହି ଜାଣିନଥିଲେ ଏତେ ବଡ ଅଘଟଣ ଘଟିଯିବ । ଆଉ ଘରକୁ ଫେରିପାରିବେନି । ଲଗାଣ ବର୍ଷାରେ କାନ୍ଥ ଭୁଶୁଡି ପଡିବାରୁ ଚାପି ହୋଇ ଚାଲିଯାଇଛି ୨ ଜୀବନ । ଅଳ୍ପକେ ବର୍ତ୍ତିଗଲା ୮ ବର୍ଷର ଝିଅର ଜୀବନ
Read More...

ନୂଆପଡାରେ ଜିଲ୍ଲା ରାଜସ୍ୱ ଅଧିକାରୀ ବୈଠକ ଅନୁଷ୍ଠିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ରାଜ ସ୍ୱଅଧିକାରୀମାନଙ୍କ ତଥା ରାଜସ୍ୱ ସଂଗ୍ରହ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ ଖାନ, ଅତିରିକ୍ତ
Read More...

ନୂଆପଡ଼ା ଜିଲ୍ଲାର ସମସ୍ତ ଓଏଏସ୍‌ ଓ ଓଆର୍‌ଏସ୍‌ ଅଧିକାରୀ ପ୍ରତିବାଦ ସ୍ଵରୂପ ସାମୁହିକ ଛୁଟିରେ ରହିଲେ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣର ପ୍ରତିବାଦରେ ନୂଆପଡ଼ା ଜିଲ୍ଲାର ସମସ୍ତ ଓଏଏସ୍‌ ଏବଂ ଓଆରଏସ୍‌ ଅଧିକାରୀ ସାମୁହିକ ଛୁଟିରେ ଯିବା ପାଇଁ ଜିଲ୍ଲାପାଳ ନୂଆପଡ଼ା ମଧୁସୂଦନ ଦାଶଙ୍କୁ ଆବେଦନ କରିଛନ୍ତି ।
Read More...