Browsing Tag

nuapada news

ଗଣ୍ତାବାହାଲିଠାରେ ସ୍ବାଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ଅନୁଷ୍ଠିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଠାରେ ଗ୍ରାମ୍ୟ ମେହେର ଭୁଲିଆ ସମାଜ ଆନୁକୁଲ୍ୟରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ଅନୁଷ୍ଠିତ ହୋଇଛି । ଗ୍ରାମ୍ୟ ମେହେର ଭୁଲିଆ ସମାଜର ସଭାପତି ପୂର୍ଣ୍ଣଚନ୍ଦ୍ର ମେହେରଙ୍କ ସଭାପତିତ୍ବରେ…
Read More...

ନୂଆପଡାରେ ୧୧ତମ କୃଷି ଗଣନା ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

ନୂଆପଡା, (ସନ୍ତୋଷ କୁମାର ପଟ୍ଟନାୟକ) : ନୂଆପଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସଭାଗୃହଠାରେ ୧୧ ତମ କୃଷି ଗଣନା ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର…
Read More...

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ଆଇ.ସି.ସି ଏବଂ ଏଲ୍‌.ସି.ସି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ଆଇ.ସି.ସି ଏବଂ ଏଲ୍‌.ସି.ସିର ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସଦଭାବନା ସଭାଗୃହଠାରେ କର୍ମ କ୍ଷେତ୍ରରେ ମହିଳା ମାନଙ୍କର ଯୌନ ନିର୍ଯ୍ୟାତନା(ନିଷେଧ, ନିବାରଣ ଏବଂ ପ୍ରତିକାର) ଆଇନ-୨୦୧୩ ଅନ୍ତର୍ଗତ ଜିଲ୍ଲା…
Read More...

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ପ୍ରଶାସନିକ ବେଡମିଣ୍ଟନ ପ୍ରତିଯୋଗିତା

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ଇନଡୋର ଷ୍ଟାଡିୟମ ନୂଆପଡ଼ା ଠାରେ ଆନ୍ତର୍ଜାତିକ ସମବାୟ ବର୍ଷ ଅବସରରେ ସମବାୟ ବିଭାଗ, ଓଡ଼ିଶା ସରକାର, ନୂଆପଡ଼ା ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା କ୍ରୀଡ଼ା ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ପ୍ରଶାସନିକ ବେଡମିଣ୍ଟନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି ।…
Read More...

ଛତିଶଗଡ଼ରେ ମାଓ ବିରୋଧୀ ଅପରେସନ ଜୋରଦାର୍

ନୂଆପଡ଼ା : ଛତିଶଗଡ଼ରେ ନକ୍ସଲ ବିରୋଧି ଅପରେସନ ଜୋରଦାର ହୋଇଛି । ଏଣୁ ପ୍ରାଣ ବିକଳରେ କ୍ୟାଡ଼ର ମାଓବାଦୀମାନେ ଓଡ଼ିଶା ମୁହାଁ ହେଉଛନ୍ତି । ନୂଆପଡ଼ା ଜିଲ୍ଲା ସୀମାନ୍ତ ଅଞ୍ଚଳରେ ଟପ୍‌ କ୍ୟାଡ଼ର ମାଓବାଦୀ ବାଳକୃଷ୍ଣ ଓ ପ୍ରମୋଦ ବୁଲୁଥିବା ପୁଲିସ ଗୁଇନ୍ଦାକୁ ସୂଚନା ମିଳିଛି । ଜାନୁୟାରୀ ୩ରେ…
Read More...

ଆନ୍ତରାଜ୍ୟ ଗଞ୍ଜେଇ ମାଫିଆଙ୍କୁ କାବୁ କଲା ନୂଆପଡା ପୋଲିସ୍ : ୨୮ ପ୍ୟାକେଟ ଗଞ୍ଜେଇ ଜବତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ଜୋଙ୍କ ପୋଲିସକୁ ମିଳିଛି ବଡ଼ ସଫଳତା । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆନ୍ତଃ ରାଜ୍ୟ ଗଞ୍ଜେଇ ମାଫିଆଙ୍କୁ କାବୁ କରି ତାଙ୍କଠାରୁ ଗଞ୍ଜେଇ, ବ୍ୟବହୃତ କାର, ମୋବାଇଲ, ଟଙ୍କା ଜବତ୍ ସହ ସାତ ପୁରୁଷ ଓ ପାଞ୍ଚ ଜଣ ମହିଳାଙ୍କୁ ଗିରଫ କରିବାରେ ସଫଳ…
Read More...

ନୂଆପଡ଼ା ଜିଲ୍ଲା ଛତିଶଗଡ ରାଜ୍ୟ ସୀମାବର୍ତ୍ତି ଜଙ୍ଗଲରେ ମାଓ କେଂପ୍ ଠାବ : ବିପୁଳ ମାଓ ସାମଗ୍ରୀ ଜବତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲା ଛତିଶଗଡ ରାଜ୍ୟ ସୀମାବର୍ତ୍ତି ଜଙ୍ଗଲରେ ମାଓ କେଂପ୍ ଠାବ ବିପୁଳ ମାଓ ସାମଗ୍ରୀ ଜବତ । ବଡ଼ ଧରଣର ମାଓ ହିଂସା ଘଟାଇବା ପାଇଁ ହୋଇଥିଲା ଯୋଜନା ସୂଚନା ଦେଲେ ନୂଆ ପଡ଼ା ଏସ ପି ଗୁଣ୍ଡଳା ରେଡ୍ଡୀ ରାଘବେନ୍ଦ୍ର । ଛତିଶଗଡ ରାଜ୍ୟ ଓ ଓଡ଼ିଶା…
Read More...

ନୂଆପଡ଼ା ଜିଲ୍ଲା ମାଗୁରପାଣି ଗାଁରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଏବଂ ପକ୍ଷୀ ପାଇଁ ଦିନଟିଏ…

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ ବୋଇରଭାଡି ପଞ୍ଚାୟତ ମାଗୁର ପାଣି ଗାଆଁରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ପ୍ରବାସୀ ଶ୍ରମିକ ନିରାକରଣ ସଚେତନତା ସଭା ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବନଖଣ୍ଡ ଅଧିକାରୀ ଖରିଆର…
Read More...

ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡ଼ା ସଦ୍ଭାବନା ସଭା ଗୃହଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡି ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ମୋଟ ୫୬ଟି ଅଭିଯୋଗର ଶୁଣାଣି ପ୍ରଶାସନ…
Read More...

ମାଗୁରପାଣି ଗାଁରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ ବୋଇରଭାଡି ପଞ୍ଚାୟତରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୂଖ୍ୟ ଉନ୍ନୟନ…
Read More...