ଜଟଗଡ ଓ ସୋରିପଡ଼ାରେ ଜଙ୍ଗଲି ବରାହ ଉପଦ୍ରବରେ ମକା ଚାଷ ନଷ୍ଟ
ନୂଆପଡ଼ା, (ଅଜିତ ବେହେରା) : ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ଗ୍ରାମପଞ୍ଚାୟତର ଜଟଗଡ଼, ସୋରିପଡ଼ାରେ ଜଙ୍ଗଲି ବରାହ ଉପଦ୍ରବ ଦେଖାଦେଇଛି । ଏଥିରେ ୧୦ ଏକର ମକା ଚାଷ ନଷ୍ଟ ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି । ଗତ କିଛିଦିନ ହେଲା ଜଟଗଡ଼ ଓ ସୋରିପଡ଼ାରେ ବରାହ ଉପଦ୍ରବ ଦେଖା!-->…
Read More...
Read More...