ସିନାପାଲି ଅଞ୍ଚଳରୁ ୨ ବାଘ ଶିକାରୀ ଗିରଫ ଓ କୋର୍ଟ ଚାଲାଣ
ନୂଆପଡ଼ା, (ଅଜିତ ବେହେରା) : ନୂଆପଡ଼ା ଜିଲ୍ଲା ସିନାପାଲି ରେଞ୍ଜ ଉପାନ୍ତ ନୁଆମାଳପଡା ଗ୍ରାମ ପଞ୍ଚାୟତ ଡଙ୍ଗର ଗାଁରୁ ୨ ବାଘ ଶିକାରୀଙ୍କୁ ସିନାପାଲି ବନ ବିଭାଗ ଗିରଫ କରିବା ସହ ସେମାନଙ୍କ ଠାରୁ ବାଘର ଗୋଟିଏ କଲଦାନ୍ତ ଓ ୬ ଖଣ୍ଡ ବାଘ ହାଡ଼ ଜବତ କରାଯାଇଥିବା ବେଲେ ଅଭିଯୁକ୍ତମାନଙ୍କୁ ଗିରଫ!-->…
Read More...
Read More...