ନୂଆପଡାରେ ଏଲ୍ପିଜି ଗ୍ୟାସ ସୁଚାରୁ ଯୋଗାଣ ପାଇଁ ସମନ୍ୱୟ ବୈଠକ : କଳା ବଜାରୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ…
ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାରେ ଏଲ୍ପିଜି ଗ୍ୟାସ ଓ ପେଟ୍ରୋଲିୟମ ପଦାର୍ଥର ସୁଚାରୁ ଯୋଗାଣ ଓ ବଣ୍ଟନ ପାଇଁ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସଭା କକ୍ଷରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭରେ ଜିଲ୍ଲା ଯୋଗାଣ ଅଧିକାରୀ!-->…
Read More...
Read More...