ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ
ନୂଆପଡା, (କେପିଏନ୍ଏସ୍) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ କମଲ ସିଂହ ମାଝୀଙ୍କ ନେତୃତ୍ୱରେ ସର୍ବପ୍ରଥମେ ବାର୍ଷିକ!-->…
Read More...
Read More...