ଗଙ୍ଗାଧର ସାରସ୍ୱତ ସମିତିର ଦିବସ ପାଳିତ
ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ଗଙ୍ଗାଧର ସାରସ୍ୱତ ସମିତି ତରଫରୁ ପଖାଳ ଦିବସ ସ୍ଥାନୀୟ ହାଇସ୍କୁଲ ପରିସରସ୍ଥ ଏନ୍ସିସି ଭବନରେ ଅନୁଷ୍ଠିତ ହୋଇଯାଇଛି । ସମିତିର ସଭାପତି ବୈଷ୍ଣବ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପରେଶନାଥ ପାଣିଗ୍ରାହୀ, ଲଳିତ କୁମାର!-->…
Read More...
Read More...